Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:34 - ପବିତ୍ର ବାଇବଲ

34 ନାଲି ରଙ୍ଗରେ ରଂଜିତ ମେଷ ଚର୍ମରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ପୁଣି ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର;

Gade chapit la Kopi

ଓଡିଆ ବାଇବେଲ

34 ପୁଣି, ରକ୍ତୀକୃତ ମେଷଚର୍ମ ନିର୍ମିତ ଛାତ ଓ ଶିଶୁକଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;

Gade chapit la Kopi




ଯାତ୍ରା ପୁସ୍ତକ 39:34
4 Referans Kwoze  

ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।


ଏହା ପରେ ସେମାନେ ମୋଶାଙ୍କୁ ପବିତ୍ର ତମ୍ବୁ ଦେଖାଇଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ।


ନିୟମ-ସିନ୍ଦୁକ ଓ ତହିଁର ସାଙ୍ଗୀ ଓ ଆଚ୍ଛାଦକ ଆଣିଲେ।


ଏହା ପରେ ତୁମ୍ଭେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ କରିବ। ଆଉ ତହିଁ ଉପରେ ଏକ ଶିଶୁକଚର୍ମରେ ଏକ ଛାତ କରିବ।


Swiv nou:

Piblisite


Piblisite