Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:37 - ପବିତ୍ର ବାଇବଲ

37 ଶୁଦ୍ଧ ସୁବର୍ଣ୍ଣର ଦ୍ୱୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈଳ ଆଣିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;

Gade chapit la Kopi

ଓଡିଆ ବାଇବେଲ

37 ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍‍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;

Gade chapit la Kopi




ଯାତ୍ରା ପୁସ୍ତକ 39:37
9 Referans Kwoze  

ତେବେ ଯାଇ ତୁମ୍ଭେ ନିର୍ଦ୍ଦୋଷ ହେବ ଓ ତୁମ୍ଭ ଭିତରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ୱରଙ୍କ ନିର୍ଦ୍ଦୋଷ ପୁତ୍ର ହେବ। କିନ୍ତୁ ତୁମ୍ଭେମାନେ ନଷ୍ଟ ହୋଇ ଯାଉଥିବା ମନ୍ଦ ଲୋକଙ୍କ ମଧ୍ୟରେ ରହୁଛ। କିନ୍ତୁ ସେମାନଙ୍କ ଭିତରେ ତୁମ୍ଭେ ଏହି ଅନ୍ଧକାରପୂର୍ଣ୍ଣ ଜଗତରେ ଜ୍ୟୋତିଃ ଭଳି ପ୍ରକାଶିତ ହେଉଛ।


ହାରୋଣ ଓ ତା'ର ପୁତ୍ରମାନେ ପରଦା ପଛରେ ଥିବା ନିୟମ-ସିନ୍ଦୁକ ଓ ଏହାର ସମ୍ମୁଖରେ ଥିବା ଏହାକୁ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ପ୍ରସ୍ତୁତ ରଖିବା ଉଚିତ୍। ଏହି ବ୍ୟବସ୍ଥା ଇସ୍ରାଏଲ ଲୋକମାନଙ୍କ ପାଇଁ ସର୍ବଦା ପ୍ରଜୁଯ୍ୟ ହେବ।”


“ଏହା ପରେ ତୁମ୍ଭେମାନେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁବର୍ଣ୍ଣରେ ପିଟା କର୍ମରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।


ମେଜ, ତହିଁର ସକଳ ସାମଗ୍ରୀ ଓ ଦର୍ଶନୀୟ ରୋଟୀ।


ସ୍ୱର୍ଣ୍ଣମୟ ଯଜ୍ଞବେଦି, ଅଭିଷେକାର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ୱାର ନିମନ୍ତେ ପରଦା।


“ବର୍ତ୍ତମାନ ଇସ୍ରାଏଲର ଲୋକମାନଙ୍କୁ ସବୁଠାରୁ ଭଲ ଅଲିଭ ଫଳରୁ ନିର୍ମଳ ପେଷା ଅଲିଭ ତୈଳ ଅନନ୍ତକାଳ ଦୀପ ଜଳାଇବା ନିମନ୍ତେ ଆଣିବା ପାଇଁ ଆଜ୍ଞା ଦିଅ।


“ହାରୋଣଙ୍କୁ କୁହ, ମୁଁ ଦେଖାଇଥିବା ସ୍ଥାନରେ ସାତୋଟି ପ୍ରଦୀପ ରଖିବେ। ଯାହାଫଳରେ ସାତୋଟି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”


ହାରୋଣ ସେହିପରି କଲେ, ଯେପରି ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ପ୍ରଦୀପ ଗୁଡ଼ିକୁ ସଜାଡ଼ିଲେ, ଯେଉଁଥିପାଇଁ ସେଗୁଡ଼ିକ ଦୀପରୁଖାର ସମ୍ମୁଖ ସ୍ଥାନକୁ ଆଲୋକିତ କରି ପାରିବେ।


Swiv nou:

Piblisite


Piblisite