Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:39 - ପବିତ୍ର ବାଇବଲ

39 କଂସାର ଯଜ୍ଞବେଦି, କଂସାର ଜଞ୍ଜିର, ତା'ର ସାଙ୍ଗୀ ଓ ସକଳ ଆସବାବ ପତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ଆଧାର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ,ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି;

Gade chapit la Kopi

ଓଡିଆ ବାଇବେଲ

39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;

Gade chapit la Kopi




ଯାତ୍ରା ପୁସ୍ତକ 39:39
7 Referans Kwoze  

ଆଉ ମଧ୍ୟ ସେହି ଦିନ ରାଜା ସଦାପ୍ରଭୁଙ୍କ ମନ୍ଦିର ସମ୍ମୁଖସ୍ଥ ପ୍ରାଙ୍ଗଣ ପବିତ୍ର କଲେ; କାରଣ ସେଠାରେ ସେ ହୋମବଳି, ଶସ୍ୟ ନୈବେଦ୍ୟ ଓ ସହଭାଗିତାର ବଳିର ମେଦ ଉତ୍ସର୍ଗ କଲେ। ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦି ଅତି ଛୋଟ ଥିଲା।


ଏଣୁ ସେ ପିତ୍ତଳ ଦ୍ୱାର ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ ପିତ୍ତଳ ଯଜ୍ଞବେଦି ଓ ତହିଁର ପିତ୍ତଳର ଝାଞ୍ଜରୀ ଏବଂ ଯଜ୍ଞବେଦିର ସମସ୍ତ ପାତ୍ର ନିର୍ମାଣ କଲେ।


ପିତ୍ତଳରେ ଏକ ଜାଲି କରିବ ଓ ତା’ ଉପରେ ଗ୍ଭରି କୋଣରେ ପିତ୍ତଳର ଗ୍ଭରିକଡ଼ା କରିବ।


“ପ୍ରକ୍ଷାଳନ କୁଣ୍ଡ ଏବଂ ଏହାର ଆଧାର ସବୁ କଂସାରେ ତିଆରି କର। ପୁଣି ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ କୁଣ୍ଡ ରଖ ଓ ତହିଁ ମଧ୍ୟରେ ଜଳ ପୂର୍ଣ୍ଣ କର।


ସ୍ୱର୍ଣ୍ଣମୟ ଯଜ୍ଞବେଦି, ଅଭିଷେକାର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ୱାର ନିମନ୍ତେ ପରଦା।


ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଆଧାର ଓ ପ୍ରାଙ୍ଗଣ ଦ୍ୱାରର ପରଦା ତହିଁର ରଜ୍ଜୁ ଓ ଖିଲ ଓ ସମାଗମ-ତମ୍ବୁ ନିମନ୍ତେ ବ୍ୟବହୃତ ହେଉଥିବା ସମସ୍ତ ଆସବାବ ପତ୍ର।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏକ ଯଜ୍ଞବେଦି ନିର୍ମାଣ କରିବାକୁ ଶିଟୀମ୍ କାଠ ବ୍ୟବହାର କର। ଏହା ଏକ ବର୍ଗ କ୍ଷେତ୍ର ହେବା ଉଚିତ୍। ଏହାର ଦୈର୍ଘ୍ୟ ଓ ପ୍ରସ୍ଥ ପାଞ୍ଚ ହାତ ଲେଖାଏଁ ହେବା ଉଚିତ୍। ଏବଂ ଏହାର ଉଚ୍ଚତା ତିନି ହାତ ହେବା ଉଚିତ୍।


Swiv nou:

Piblisite


Piblisite