Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:4 - ପବିତ୍ର ବାଇବଲ

4 ସେମାନେ ଏଫୋଦ ପାଇଁ ସ୍କନ୍ଦ ପଟି ତିଆରି କଲେ। ଏହା ପରେ ସେମାନେ ପ୍ରତ୍ୟେକର କାନିକୁ ଏଫୋଦର ଦୁଇ ମୁଣ୍ଡ ସହିତ ଯୋଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ତରେ ପରସ୍ପର ଯୋଡ଼ ଦିଆଗଲା।

Gade chapit la Kopi

ଓଡିଆ ବାଇବେଲ

4 ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି କଲେ; ତହିଁର ଦୁଇ ମୁଣ୍ଡରେ ପରସ୍ପର ଯୋଡ଼ ଦିଆଗଲା।

Gade chapit la Kopi




ଯାତ୍ରା ପୁସ୍ତକ 39:4
4 Referans Kwoze  

ଏହାର ଦୁଇ ମୁଣ୍ଡରେ ପରସ୍ପର ସଂଯୁକ୍ତ ଦୁଇ ସ୍କନ୍ଧପଟି ରହିବ। ଏହିପରି ଭାବରେ ତାହା ଯୁକ୍ତ ହେବ।


ସେମାନେ ନୀଳ, ବାଇଗଣୀ ଓ ଲାଲ ରଙ୍ଗର ସୂତାରେ ଝାଲେରି ବୁଣିବା ପାଇଁ ସେମାନେ ସୁବର୍ଣ୍ଣକୁ ପିଟିଲେ ଓ କାଟି ଛୋଟ ସୂତାରେ ପରିଣତ କଲେ।


ସେମାନେ କଟିବନ୍ଧନୀ ବୁଣିଲେ ଏଫୋଦରେ ବାନ୍ଧିଲେ। ଯେପରି ଏଫୋଦ ତିଆରି ହୋଇଥିଲା, ସେହିପରି ଏହାକୁ ତିଆରି କରାଗଲା। ତାହା ମଧ୍ୟ ସେହି କର୍ମ ଅନୁସାରେ ସୁବର୍ଣ୍ଣ ଦ୍ୱାରା ନୀଳ, ବାଇଗଣୀ ଓ ଲାଲ ରଙ୍ଗରେ ସୂକ୍ଷ୍ମ କ୍ଷୋମସୂତ୍ର ଦ୍ୱାରା ତିଆରି କଲେ ଯେପରି ସଦାପ୍ରଭୁ ମୋଶାଙ୍କୁ କରିବା ପାଇଁ ଆଜ୍ଞା ଦେଇଥିଲେ।


ଦୁଇ ସୁବର୍ଣ୍ଣ ହାରର ଦୁଇ ମୁଣ୍ଡକୁ ଏଫୋଦର ସ୍କନ୍ଧ ପଟିରେ ବାନ୍ଧ।


Swiv nou:

Piblisite


Piblisite