Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 39:42 - ପବିତ୍ର ବାଇବଲ

42 ଇସ୍ରାଏଲର ଲୋକମାନେ ଏହିପରି କାର୍ଯ୍ୟମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଇତ୍ୟାଦି ଯେ ଯେ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।

Gade chapit la Kopi

ଓଡିଆ ବାଇବେଲ

42 ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ଇତ୍ୟାଦି ଯେଉଁ ଯେଉଁ କାର୍ଯ୍ୟ କରିବାକୁ ମୋଶାଙ୍କ ପ୍ରତି ସଦାପ୍ରଭୁ ଆଜ୍ଞା ଦେଇଥିଲେ, ଇସ୍ରାଏଲ-ସନ୍ତାନଗଣ ତାହାସବୁ ସମ୍ପନ୍ନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 39:42
15 Referans Kwoze  

“ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ କର୍ମରେ ନିପୁଣ ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ସବୁକିଛି ନିର୍ମାଣ କର।


ମୁଁ ଦୌଡ଼ ପୂର୍ଣ୍ଣ କରିସାରିଛି। ମୁଁ ବିଶ୍ୱାସ ବଜାୟ ରଖିଛି।


ପରମେଶ୍ୱରଙ୍କ ସୁଗ୍ରାହ୍ୟ ବ୍ୟକ୍ତି ହେବା ଲାଗି ଯଥାସାଧ୍ୟ ଚେଷ୍ଟା କର। ନିଜକୁ ତାହାଙ୍କଠାରେ ସମର୍ପଣ କର। ତାହାଙ୍କ କାମ ପାଇଁ କୌଣସି ପ୍ରକାର ଲଜ୍ଜାବୋଧ ନ କରି ଏପରି ସେବକ ହୁଅ ଯିଏ ସ‌ତ୍‌‌ଶିକ୍ଷା ଠିକ୍ ଭାବରେ କାମରେ ଲଗାଉଛି।


ମୁଁ ତୁମ୍ଭମାନଙ୍କୁ ଯାହାସବୁ କହିଛି, ସେ ସବୁ କଥା ପାଳନ କରିବା ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭେମାନେ ଦୃଢ଼ ବିଶ୍ୱାସ ରଖ। ଜଗତର ଶେଷ ସମୟ ପର୍ଯ୍ୟନ୍ତ ମଧ୍ୟ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।”


“ମୁଁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହା ସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭେମାନେ ତାହାଠାରୁ କିଛି ଊଣା କରିବ ନାହିଁ କି ତହିଁରେ କିଛି ଅଧିକ ଯୋଗ କରିବ ନାହିଁ।


ସମାଗମ-ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ଯ୍ୟ ଇସ୍ରାଏଲ ଲୋକମାନଙ୍କ ସମାପ୍ତ ହେଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ସମସ୍ତ କର୍ମ କଲେ।


ଯାଜକ ରୂପେ ସେବା କଲାବେଳେ ହାରୋଣ ଓ ତାଙ୍କର ପୁତ୍ରମାନେ ଯେଉଁ ସୁଶୋଭିତ ଗ୍ଭେଗା ପରିଧାନ କରିଥିଲେ ତାହା ସେମାନେ ଦେଖାଇଲେ।


ମୋଶା ସେହି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷେପ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡ଼ିକ ଠିକ୍ ଭାବରେ ହୋଇଥିଲା। ତେଣୁ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।


ତେଣୁ ସଦାପ୍ରଭୁଙ୍କ କହିବାନୁସାରେ ମୁଁ ଫରାତ୍ ନଦୀ ନିକଟରେ ତାହା ଲୁଗ୍ଭଇ ରଖିଲି।


ଏହି ଆଜ୍ଞା ସଦାପ୍ରଭୁ, ମୋଶା ଏବଂ ହାରୋଣଙ୍କୁ ଦେଇଥିଲେ। ତେଣୁ ଇସ୍ରାଏଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।


ଯଦି ସେହି ମେଘ ପବିତ୍ର ତମ୍ବୁ ଉପରେ ଦୁଇ ଦିନ, ଏକ ମାସ କିମ୍ବା ବହୁ ସମୟ ଧରି ରହିଲା ଲୋକମାନେ ଯାତ୍ରା ବନ୍ଦ କରି ଛାଉଣିରେ ରହିଲେ, ପୁଣି ମେଘ ଯେତେବେଳେ ଗତି କରୁଥିଲା, ସେମାନେ ଯାତ୍ରା କଲେ।


ପୁଣି ତାଙ୍କ ରାଜତ୍ୱର ଏକାଦଶ ବର୍ଷରେ, ବୂଲ ନାମକ ବର୍ଷର ଅଷ୍ଟମ ମାସରେ ନିରୂପିତ ଆକୃତି ଅନୁସାରେ ସମୁଦାୟ ମନ୍ଦିରର ନିର୍ମାଣ କାର୍ଯ୍ୟ ସମାପ୍ତ ହେଲା। ଏହିରୂପେ ମନ୍ଦିର ନିର୍ମାଣ କରିବାରେ ତାଙ୍କୁ ସାତ ବର୍ଷ ଲାଗିଲା।


ଯାଜକ ଓ ଲେବୀୟମାନେ ଠିକ୍ ସେହିପରି କଲେ, ଯାହା ଶଲୋମନ ସେମାନଙ୍କୁ ମନ୍ଦିରରେ ଏବଂ ଏହାର କୋଷାଗାରରେ କରିବା ପାଇଁ କହିଥିଲେ।


Swiv nou:

Piblisite


Piblisite