ଯାତ୍ରା ପୁସ୍ତକ 4:12 - ପବିତ୍ର ବାଇବଲ12 ତେଣୁ ତୁମ୍ଭେ ଯାଅ ମୁଁ ସର୍ବଦା ତୁମ୍ଭ ସହିତ ରହିଅଛି। ମୁଁ ତୁମ୍ଭର ସହବର୍ତ୍ତୀ ହୋଇ ବକ୍ତବ୍ୟର କଥା ତୁମ୍ଭକୁ ଶିଖାଇବି।” Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା। Gade chapit laଓଡିଆ ବାଇବେଲ12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ଏବେ ଯାଅ, ଆମ୍ଭେ ତୁମ୍ଭ ମୁଖର ସହବର୍ତ୍ତୀ ହୋଇ ବକ୍ତବ୍ୟ କଥା ତୁମ୍ଭକୁ ଶିଖାଇବା।” Gade chapit la |
ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।