ଯାତ୍ରା ପୁସ୍ତକ 4:15 - ପବିତ୍ର ବାଇବଲ15 ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ମୂଖରେ ବାକ୍ୟ ଦେବ। ମୁଁ ତୁମ୍ଭର ଜିହ୍ୱା ସହିତ ଓ ତା'ର ଜିହ୍ୱା ସହିତ ଥିବି ଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟକର୍ମର ଶିକ୍ଷା ଦେବା। Gade chapit laଓଡିଆ ବାଇବେଲ15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ତାହାକୁ କହିବ ଓ ତାହାର ମୁଖରେ ବାକ୍ୟ ଦେବ; ପୁଣି, ଆମ୍ଭେ ତୁମ୍ଭ ମୁଖର ଓ ତାହା ମୁଖର ସହବର୍ତ୍ତୀ ହୋଇ ତୁମ୍ଭମାନଙ୍କୁ କର୍ତ୍ତବ୍ୟ କର୍ମର ଶିକ୍ଷା ଦେବା। Gade chapit la |