Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:19 - ପବିତ୍ର ବାଇବଲ

19 ପରମେଶ୍ୱର ମିଦିୟନରେ ମୋଶାଙ୍କୁ କହିଲେ, “ତୁମ୍ଭେ ବର୍ତ୍ତମାନ ମିଶରକୁ ନିରାପଦରେ ଯାଇପାର, କାରଣ ଯେଉଁମାନେ ତୁମ୍ଭକୁ ମାରିବାକୁ ଗ୍ଭହୁଁଥିଲେ, ସେମାନେ ବର୍ତ୍ତମାନ ମୃତ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ଵେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେସମସ୍ତେ ମରିଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”

Gade chapit la Kopi




ଯାତ୍ରା ପୁସ୍ତକ 4:19
3 Referans Kwoze  

ଦୂତ କହିଲେ, “ଉଠ, ପିଲାଟିକୁ ଓ ତା’ ମାକୁ ନେଇ ଇସ୍ରାଏଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦେବାକୁ ଚେଷ୍ଟା କରୁଥିଲେ, ସେମାନେ ଏବେ ମରିଗଲେଣି।”


ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।


ତା'ପରେ ଫାରୋ ଜାଣିବାକୁ ପାଇଲେ ମୋଶା ଯାହା କରିଥିଲେ। ତେଣୁ ସେ ମୋଶାଙ୍କୁ ହତ୍ୟା କରିବାକୁ ନିଷ୍ପତ୍ତି କଲେ। ତେଣୁ ଫାରୋଙ୍କ ନିକଟରୁ ମୋଶା ଖସି ମିଦିୟନ ଦେଶକୁ ପଳାଇଲେ। ମୋଶା ସେଠାକୁ ଯାଇ ଏକ କୂପ ନିକଟରେ ବସିଲେ।


Swiv nou:

Piblisite


Piblisite