ଯାତ୍ରା ପୁସ୍ତକ 4:2 - ପବିତ୍ର ବାଇବଲ2 କିନ୍ତୁ ପରମେଶ୍ୱର ମୋଶାଙ୍କୁ କହିଲେ, “ତୁମ୍ଭ ହାତରେ କ’ଣ ଅଛି?” ମୋଶା ଉତ୍ତର ଦେଲେ, “ଏହା ମୋର ଆଶାବାଡ଼ି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତେବେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭ ହସ୍ତରେ ସେଇଟା କʼଣ? ସେ କହିଲେ, ଯଷ୍ଟି। Gade chapit laଓଡିଆ ବାଇବେଲ2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କ’ଣ ଅଛି ?” ସେ କହିଲେ, “ଯଷ୍ଟି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତେବେ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ହସ୍ତରେ କʼଣ ଅଛି?” ସେ କହିଲେ, “ଯଷ୍ଟି।” Gade chapit la |
ସେ ସାଧୁ ଓ ନିରପେକ୍ଷ ରହିବେ, ଯେତେବେଳେ ଗରିବ ଏବଂ ଅସହାୟ ଲୋକଙ୍କର ବିଗ୍ଭର କରୁଥିବେ। ସେ ଯେତେବେଳେ ଲୋକଙ୍କୁ ଦଣ୍ଡ ଦେବାକୁ ସ୍ଥିର କରିବ, ସେତେବେଳେ ସେମାନେ ଦଣ୍ଡିତ ହେବେ। ପୁଣି ଯେତେବେଳେ ଦୁଷ୍ଟାଗ୍ଭରୀମାନଙ୍କୁ ସଂହାର କରିବାକୁ ଆଦେଶ ଦେବେ, ସେତେବେଳେ ସେମାନେ ନିହତ ହେବେ। ଧର୍ମ ଓ ନ୍ୟାୟ ସେ ପିଲାକୁ ଶକ୍ତି ଦେବ। ସେଗୁଡ଼ିକ ତା'ର ଅଣ୍ଟାର ବଳୟ ସଦୃଶ ହେବ।