Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:26 - ପବିତ୍ର ବାଇବଲ

26 ସେ କହିଲା, ରକ୍ତ ରଂଜିତ ସ୍ୱାମୀ ସୁନ୍ନତ କାରଣରୁ। ତେଣୁ ପରମେଶ୍ୱର ମୋଶାଙ୍କୁ ଛାଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଏହିରୂପେ ପରମେଶ୍ଵର ତାଙ୍କୁ ଛାଡ଼ି ଦେଲେ। ତହିଁରେ ସେ ସ୍ତ୍ରୀ କହିଲା, ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।

Gade chapit la Kopi

ଓଡିଆ ବାଇବେଲ

26 ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ି ଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏହିରୂପେ ପରମେଶ୍ୱର ତାଙ୍କୁ ଛାଡ଼ିଦେଲେ। ତହିଁରେ ସେ ସ୍ତ୍ରୀ କହିଲା, “ସୁନ୍ନତପ୍ରଯୁକ୍ତ ତୁମ୍ଭେ ରକ୍ତପ୍ରିୟ ବର ଅଟ।”

Gade chapit la Kopi




ଯାତ୍ରା ପୁସ୍ତକ 4:26
2 Referans Kwoze  

କିନ୍ତୁ ସି‌ପ୍‌ପୋରା ଏକ ତି‌କ୍ଷ୍‌ଣ ଅସ୍ତ୍ର ଧରି ଆପଣା ପୁତ୍ରକୁ ସୁନ୍ନତ କଲା ଏବଂ ସେହି ଚର୍ମଟି ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ମୋହର ରକ୍ତ ରଂଜିତ ସ୍ୱାମୀ।”


ସଦାପ୍ରଭୁ ହାରୋଣକୁ କହିଲେ, “ତୁମ୍ଭେ ମୋଶାଙ୍କ ସହିତ ସାକ୍ଷାତ କରିବା ନିମିତ୍ତ ମରୁଭୂମିକୁ ଯାଅ।” ତେଣୁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ବନ କଲେ।


Swiv nou:

Piblisite


Piblisite