Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:27 - ପବିତ୍ର ବାଇବଲ

27 ସଦାପ୍ରଭୁ ହାରୋଣକୁ କହିଲେ, “ତୁମ୍ଭେ ମୋଶାଙ୍କ ସହିତ ସାକ୍ଷାତ କରିବା ନିମିତ୍ତ ମରୁଭୂମିକୁ ଯାଅ।” ତେଣୁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ବନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ; ତହୁଁ ସେ ଯାଇ ପରମେଶ୍ଵରଙ୍କ ପର୍ବତରେ ତାଙ୍କ ସହିତ ମିଳି ତାଙ୍କୁ ଚୁମ୍ଵନ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ମୋଶା ସହିତ ସାକ୍ଷାତ କରିବା ନିମନ୍ତେ ପ୍ରାନ୍ତରକୁ ଯାଅ।” ତହୁଁ ସେ ଯାଇ ପରମେଶ୍ୱରଙ୍କ ପର୍ବତରେ ତାଙ୍କ ସହିତ ସାକ୍ଷାତ କରି ତାଙ୍କୁ ଚୁମ୍ବନ କଲେ।

Gade chapit la Kopi




ଯାତ୍ରା ପୁସ୍ତକ 4:27
15 Referans Kwoze  

ଯିଥ୍ରୋ ମୋଶାଙ୍କର ଶ୍ୱଶୁର ଥିଲେ। ଯିଥ୍ରୋ ମିଦିୟନୀୟମାନଙ୍କ ଯାଜକ ଥିଲେ। ମୋଶା ତାଙ୍କ ଶ୍ୱଶୁରଙ୍କର ମେଷପଲମାନଙ୍କର ଯତ୍ନ ନେଉଥିଲେ। ଦିନେ ମୋଶା ତାଙ୍କ ମେଷପଲକୁ ମରୁଭୂମିର ପଶ୍ଚିମପଟକୁ ଆଗେଇ ନେଲେ। ମୋଶା ହୋରେବ ନାମକ ଏକ ପର୍ବତକୁ ଗଲେ, ଯାହାକି ପରମେଶ୍ୱରଙ୍କର ପର୍ବତ ଥିଲା।


ତେଣୁ ଉଠ ଓ ତଳକୁ ଯାଅ। ସେହି ଲୋକମାନଙ୍କ ସହିତ ଯାଅ ଓ ସେମାନଙ୍କୁ କିଛି ପଗ୍ଭର ନାହିଁ। କାରଣ ମୁଁ ସେମାନଙ୍କୁ ପଠାଇଛି।”


ଏକ ଜଣରୁ ଦୁଇଜଣ ଭଲ। କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।


ତେଣୁ ଏଲିୟ ଉଠି ଭୋଜନ ପାନ କଲେ। ସେ ଖାଦ୍ୟରେ ଏତେ ଶକ୍ତି ଲାଭ କଲେ ଯେ ସେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ପରମେଶ୍ୱରଙ୍କ ପର୍ବତ ହୋରେବ ପହଞ୍ଚିଲା ପର୍ଯ୍ୟନ୍ତ ଗ୍ଭଲି ଗ୍ଭଲି ଗଲେ।


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜନ ଓ ବିଜୁଳି ଓ ତୂରୀ ଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ, ପୁଣି ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ଏହା ପରେ ମୋଶା ଉପରକୁ ଚଢ଼ି ପରମେଶ୍ୱରଙ୍କ ନିକଟକୁ ଗଲେ। ପରମେଶ୍ୱର ତାଙ୍କୁ ପର୍ବତ ଶିଖରରୁ ଡାକିଲେ ଏବଂ କହିଲେ, “ଏହି ସୂଚନା ଯାକୁବର ପରିବାର ଇସ୍ରାଏଲୀୟମାନଙ୍କୁ ଦିଅ।


ଏହା ପରେ ଯାକୁବ ତାଙ୍କୁ ଚୁମ୍ବନ ଦେଲେ ଏବଂ କାନ୍ଦିଲେ।


ସେ କହିଲା, ରକ୍ତ ରଂଜିତ ସ୍ୱାମୀ ସୁନ୍ନତ କାରଣରୁ। ତେଣୁ ପରମେଶ୍ୱର ମୋଶାଙ୍କୁ ଛାଡ଼ି ଦେଲେ।


ତେଣୁ ଯିଥ୍ରୋ ମୋଶାଙ୍କ ନିକଟକୁ, ମୋଶାଙ୍କର ଦୁଇପୁତ୍ର ଓ ସ୍ତ୍ରୀ ସହିତ ଗଲେ। ସେହି ସମୟରେ ମୋଶା ପରମେଶ୍ୱରଙ୍କର ପର୍ବତ ନିକଟରେ ଛାଉଣି ପକାଇଥିଲେ।


ତେଣୁ ମୋଶା ତାଙ୍କ ଶ୍ୱଶୁରଙ୍କୁ ସାକ୍ଷାତ କରିବାକୁ ବାହାରକୁ ଗଲେ। ମୋଶା ତାଙ୍କ ଶ୍ୱଶୁରଙ୍କୁ ଭୂମିଷ୍ଠ ପ୍ରଣାମ କଲେ ଓ ତାଙ୍କୁ ଚୁମ୍ବନ ଦେଲେ। ଏବଂ ସେମାନେ ପରମେଶ୍ୱରଙ୍କର ଉତ୍ତମ ଖବର ବୁଝିଲେ। ଏହା ପରେ ସେମାନେ ମୋଶାଙ୍କ ତମ୍ବୁକୁ ଗଲେ ଓ ସେଠାରେ କଥା ହେଲେ।


ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ।


ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।


Swiv nou:

Piblisite


Piblisite