Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:29 - ପବିତ୍ର ବାଇବଲ

29 ତେଣୁ ମୋଶା ଏବଂ ହାରୋଣ ଏକତ୍ର ଯାଇ ଇସ୍ରାଏଲର ପ୍ରାଚୀନବର୍ଗମାନଙ୍କୁ ଏକତ୍ରିତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଅନନ୍ତର ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।

Gade chapit la Kopi

ଓଡିଆ ବାଇବେଲ

29 ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଥିଉତ୍ତାରେ ମୋଶା ଓ ହାରୋଣ ଯାଇ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗକୁ ଏକତ୍ର କଲେ।

Gade chapit la Kopi




ଯାତ୍ରା ପୁସ୍ତକ 4:29
5 Referans Kwoze  

ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ।


ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ।


ତେଣୁ ମୋଶା ଗଲେ ଓ ସମସ୍ତ ପ୍ରାଚୀନବର୍ଗମାନଙ୍କୁ ଡାକି ଏକତ୍ର କରାଇଲେ। ମୋଶା ସେମାନଙ୍କୁ ପରମେଶ୍ୱରଙ୍କର ଆଜ୍ଞା ସମସ୍ତ କହିଲେ।


ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।


Swiv nou:

Piblisite


Piblisite