Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 4:4 - ପବିତ୍ର ବାଇବଲ

4 କିନ୍ତୁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହସ୍ତ ପ୍ରସାର କରି ତା'ର ଲାଞ୍ଜଟିକୁ ଧର।” ତେଣୁ ମୋଶା ସର୍ପ ନିକଟକୁ ଯାଇ ତା'ର ଲାଞ୍ଜଟିକୁ ଧରିଲେ। ଯେତେବେଳେ ମୋଶା ଏପରି କଲେ, ସେହି ସର୍ପଟି ପୁନରାୟ ଆଶାବାଡ଼ିରେ ପରିଣତ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ଵର, ଅର୍ଥାତ୍, ଅବ୍ରହାମର ପରମେଶ୍ଵର ଓ ଇସ୍‍ହାକର ପରମେଶ୍ଵର ଓ ଯାକୁବର ପରମେଶ୍ଵର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି, ଏହା ଯେପରି ସେମାନେ ବିଶ୍ଵାସ କରିବେ,

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି, ଏହା ଯେପରି ସେମାନେ ବିଶ୍ୱାସ କରିବେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେମାନଙ୍କ ପୂର୍ବପୁରୁଷଗଣର ସଦାପ୍ରଭୁ ପରମେଶ୍ୱର, ଅର୍ଥାତ୍‍, ଅବ୍ରହାମର ପରମେଶ୍ୱର, ଇସ୍‌ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ତୁମ୍ଭକୁ ଦର୍ଶନ ଦେଇଅଛନ୍ତି,” ଏହା ଯେପରି ସେମାନେ ବିଶ୍ୱାସ କରିବେ,

Gade chapit la Kopi




ଯାତ୍ରା ପୁସ୍ତକ 4:4
9 Referans Kwoze  

ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ତୁମ୍ଭମାନଙ୍କୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”


ଶୁଣ! ସାପ ଓ କଙ୍କଡ଼ାବିଛାମାନଙ୍କୁ ପାଦତଳେ ଦଳି ଦେବାକୁ ମୁଁ ତୁମ୍ଭମାନଙ୍କୁ ଶକ୍ତି ଦେଇଛି। ମୁଁ ତୁମ୍ଭମାନଙ୍କ ଶତ୍ରୁ ପାଖରେ ଥିବା ଶକ୍ତିଠାରୁ ଅଧିକ ଶକ୍ତି ଦେଇଛି। ତୁମ୍ଭମାନଙ୍କର କେହି କିଛି କ୍ଷତି କରି ପାରିବ ନାହିଁ।


ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”


ତୁମ୍ଭେ ସିଂହ ଏବଂ ସର୍ପ ଉପରେ ମାଡ଼ି ଗ୍ଭଲି ଯିବ। ତୁମ୍ଭେ ଯୁବା ସିଂହ ଓ କାଳସର୍ପକୁ ପାଦତଳେ ଦଳି ଦେବ।


ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିକୁ ଭୂମିରେ ଫିଙ୍ଗିଦିଅ।” ତେଣୁ ମୋଶା ସେହି ଆଶାବାଡ଼ିଟିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ସେହି ଆଶାବାଡ଼ିଟି ଏକ ସର୍ପ ପାଲଟି ଗଲା। ମୋଶା ଡରିଗଲେ ଓ ତା'ଠାରୁ ଦୌଡ଼ି ପଳାଇଲେ।


ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ଆଶାବାଡ଼ିଟିକୁ ଏହିପରି ବ୍ୟବହାର କର ଏଥିରେ ସେମାନେ ବିଶ୍ୱାସ କରିବେ ଯେ ତୁମ୍ଭେ ସଦାପ୍ରଭୁଙ୍କୁ ଦେଖିଅଛ। ଯିଏକି ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କର ପରମେଶ୍ୱର, ଅବ୍ରହାମର ପରମେଶ୍ୱର, ଇ‌ସ୍‌ହାକର ପରମେଶ୍ୱର, ଯାକୁବର ପରମେଶ୍ୱର ଅଟନ୍ତି।”


ତା'ପରେ ସେ କହିଲେ, “ତାହା ଉଠାଇ ନିଅ।” ତା'ପରେ ସେ ହାତ ବଢ଼ାଇ ତାହା ନେଲା।


Swiv nou:

Piblisite


Piblisite