ଯାତ୍ରା ପୁସ୍ତକ 4:8 - ପବିତ୍ର ବାଇବଲ8 ଏହା ପରେ ପରମେଶ୍ୱର କହିଲେ, “ଯଦି ଲୋକମାନେ ତୁମ୍ଭକୁ ବିଶ୍ୱାସ ନ କରିବେ, ଯଦି ସେମାନେ ପ୍ରଥମ ଚିହ୍ନ ଯୋଗୁଁ ବିଶ୍ୱାସ ନ କରନ୍ତି, ସେମାନେ ନିଶ୍ଚିତ ଭାବରେ ଏହି ଚିହ୍ନକୁ ବିଶ୍ୱାସ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ଵିତୀୟ ଚିହ୍ନରେ ପ୍ରତ୍ୟୟ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Gade chapit laଓଡିଆ ବାଇବେଲ8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଓ ତୁମ୍ଭର ସେହି ପ୍ରଥମ ଚିହ୍ନରେ ମନୋଯୋଗ ନ କରିବେ, ତେବେ ଦ୍ୱିତୀୟ ଚିହ୍ନରେ ବିଶ୍ୱାସ କରିବେ। ତହିଁରେ ସେ ପୁନର୍ବାର ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ବାହାର କଲେ, ଦେଖ, ତାହା ପ୍ରକୃତ ମାଂସ ହେଲା। Gade chapit la |
ଇସ୍ରାଏଲର ରାଜା ଯେତେବେଳେ ଚିଠିଟି ପାଠ କଲେ ସେ ଦୁଃଖରେ ନିଜର ବସ୍ତ୍ରକୁ ଚିରି କହିଲେ, “ମୁଁ ସଦାପ୍ରଭୁ ଯିଏ ମୃତ ଓ ଜନ୍ମ ଦେବା ମୋର ଅଧୀନରେ ଅଟେ କି? କାହିଁକି ଚର୍ମ ରୋଗରୁ ଆରୋଗ୍ୟ ହେବ ବୋଲି ଅରାମ୍ ରାଜା ମୋ’ ପାଖକୁ ଜଣେ ଲୋକ ପଠାଇଛି? ତେଣୁ ମୁଁ ବିନୟ କରୁଛି, ତୁମ୍ଭେମାନେ ବିଗ୍ଭର କର। ସେ କିପରି ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଗୋଟିଏ ତୃଟି ପାଇବାକୁ ଚେଷ୍ଟା କରୁଅଛି।”