ଯାତ୍ରା ପୁସ୍ତକ 40:13 - ପବିତ୍ର ବାଇବଲ13 ଏହା ପରେ ହାରୋଣଙ୍କୁ ସେହି ପବିତ୍ର ବସ୍ତ୍ର ପରିଧାନ କରାଅ। ତା'ପରେ ତାକୁ ଅଭିଷିକ୍ତ ଓ ଉତ୍ସର୍ଗିତ କର ଏବଂ ସେ ମୋର ଯାଜକ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। Gade chapit laଓଡିଆ ବାଇବେଲ13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। Gade chapit la |
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର।
ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା।
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।