Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:19 - ପବିତ୍ର ବାଇବଲ

19 ଏହା ପରେ ସେ ବାହ୍ୟ ଆବରଣ ରୂପେ ଆବାସ ତମ୍ବୁକୁ ପବିତ୍ର ତମ୍ବୁ ଉପରେ ଘୋଡ଼ାଇ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ସେ ଆବାସ ଉପରେ ତମ୍ଵୁ ବିସ୍ତାର କଲେ ଓ ତମ୍ଵୁ ଉପରେ ଛାତ ଦେଲେ;

Gade chapit la Kopi

ଓଡିଆ ବାଇବେଲ

19 ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;

Gade chapit la Kopi




ଯାତ୍ରା ପୁସ୍ତକ 40:19
5 Referans Kwoze  

ମୋଶା ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା'ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ।


ଏହା ପରେ ମୋଶା ନିୟମର ନଳାକାର ପୁସ୍ତକକୁ ପବିତ୍ର ସିନ୍ଦୁକ ମଧ୍ୟରେ ରଖିଲେ। ସେ ସାଙ୍ଗୀକୁ ସିନ୍ଦୁକ ଉପରେ ରଖିଲେ ଏବଂ ସିନ୍ଦୁକ ଉପରେ ଆଚ୍ଛାଦନ ବସ୍ତ୍ର ଘୋଡ଼ାଇ ଦେଲେ।


ସେମାନେ ପବିତ୍ର ତମ୍ବୁର ପରଦା ସକଳ, ତହିଁର ଆଚ୍ଛାଦନ, ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ବୁର ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର ବହନ କରିବେ।


Swiv nou:

Piblisite


Piblisite