ଯାତ୍ରା ପୁସ୍ତକ 40:2 - ପବିତ୍ର ବାଇବଲ2 “ପ୍ରଥମ ମାସର ପ୍ରଥମ ଦିନରେ ସମାଗମ-ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ପ୍ରଥମ ମାସରେପ୍ରଥମ ଦିନରେ ସମାଗମ-ତମ୍ଵୁର ଆବାସ ସ୍ଥାପନ କରିବ। Gade chapit laଓଡିଆ ବାଇବେଲ2 “ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ। Gade chapit la |
ଇସ୍ରାଏଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମ୍ଭେ ଗୃହ ମଧ୍ୟରେ ‘ବାସ କରି ନାହୁଁ। ମୁଁ ତମ୍ବୁ ମଧ୍ୟରେ ରହୁଅଛି। ମୁଁ ଇସ୍ରାଏଲ ନିମନ୍ତେ ନେତା ମନୋନୀତ କରିଥିଲି ସେମାନେ ମେଷପାଳକ ତୁଲ୍ୟ ଥିଲେ। ଆମ୍ଭେ ଇସ୍ରାଏଲୀୟମାନଙ୍କ ସହିତ ଗଲା ସମୟରେ କେବେହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ: ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦେବଦାରୁ କାଠରେ ଗୃହ ନିର୍ମାଣ କରି ନାହଁ?