ଯାତ୍ରା ପୁସ୍ତକ 40:21 - ପବିତ୍ର ବାଇବଲ21 ଏହା ପରେ ମୋଶା ସେହି ପବିତ୍ର ସିନ୍ଦୁକକୁ ନେଇ ପବିତ୍ର ତମ୍ବୁରେ ରଖିଲେ। ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇଲେ, ଏହାକୁ ସୁରକ୍ଷାରେ ରଖିବା ପାଇଁ। ଯେପରି ସଦାପ୍ରଭୁ ଆଜ୍ଞା କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁଣି ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟସିନ୍ଦୁକ ଆଚ୍ଛାଦନ କଲେ। Gade chapit laଓଡିଆ ବାଇବେଲ21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ ସିନ୍ଦୁକ ଆଚ୍ଛାଦନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ। Gade chapit la |