Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:22 - ପବିତ୍ର ବାଇବଲ

22 ଏହା ପରେ ମୋଶା ପରଦା ବାହାରେ ସମାଗମ-ତମ୍ବୁର ଉତ୍ତର ପାର୍ଶ୍ୱରେ ମେଜ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ଆବାସର ଉତ୍ତର ପାର୍ଶ୍ଵରେ ବିଚ୍ଛେଦବସ୍ତ୍ରର ବାହାରେ ସମାଗମ-ତମ୍ଵୁରେ ମେଜ ରଖିଲେ;

Gade chapit la Kopi

ଓଡିଆ ବାଇବେଲ

22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;

Gade chapit la Kopi




ଯାତ୍ରା ପୁସ୍ତକ 40:22
5 Referans Kwoze  

“ପରଦାର ବାହାର ପାର୍ଶ୍ୱରେ ମେଜ ରଖିବା ଉଚିତ୍ ଏବଂ ମେଜର ବିପରୀତ ପାର୍ଶ୍ୱରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାର୍ଶ୍ୱକୁ ମେଜ ରଖ।


ପରମେଶ୍ୱରଙ୍କ ଲୋକମାନଙ୍କ ଭିତରେ ମୁଁ ଅତି କ୍ଷୁଦ୍ର ଲୋକ ଥିଲି, କିନ୍ତୁ ପରମେଶ୍ୱର ମୋତେ ଏହି ଅନୁଗ୍ରହଦାନ ଦେଲେ ଯେପରି ମୁଁ ଅଣଯିହୂଦୀମାନଙ୍କୁ ଖ୍ରୀଷ୍ଟଙ୍କ ଐଶ୍ୱର୍ଯ୍ୟପୂର୍ଣ୍ଣ ସୁସମାଗ୍ଭର କହିବି। ସେହି ଐଶ୍ୱର୍ଯ୍ୟଗୁଡ଼ିକ ଏତେ ମହାନ ଯେ ତାହାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ସମ୍ଭବପର ନୁହେଁ।


ଏହା ପରେ ମୋଶା ଦୀପରୁଖା ସେହି ସମାଗମ-ତମ୍ବୁରେ ରଖିଥିଲେ। ଏହାର ମୁହଁ ଟେବୁଲ ଆଡ଼କୁ କରି ସେ ଦକ୍ଷିଣ ପାର୍ଶ୍ୱରେ ଏହାକୁ ରଖିଥିଲେ।


ଏହା ପରେ ମେଜ ଭିତରକୁ ଆଣି ତହିଁର ସମସ୍ତ ଦ୍ରବ୍ୟମାନ ସଜାଇ ରଖ। ଦୀପରୁଖା ଆଣ ଏବଂ ସମସ୍ତ ଦ୍ୱୀପଗୁଡ଼ିକ ଜାଳିବା ପାଇଁ ରଖ।


Swiv nou:

Piblisite


Piblisite