Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:25 - ପବିତ୍ର ବାଇବଲ

25 ଏହା ପରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ଦୀପରୁଖାରେ ଦୀପସବୁ ସଜାଇଲେ। ସେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।

Gade chapit la Kopi

ଓଡିଆ ବାଇବେଲ

25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ।

Gade chapit la Kopi




ଯାତ୍ରା ପୁସ୍ତକ 40:25
6 Referans Kwoze  

ଏହା ପରେ ମେଜ ଭିତରକୁ ଆଣି ତହିଁର ସମସ୍ତ ଦ୍ରବ୍ୟମାନ ସଜାଇ ରଖ। ଦୀପରୁଖା ଆଣ ଏବଂ ସମସ୍ତ ଦ୍ୱୀପଗୁଡ଼ିକ ଜାଳିବା ପାଇଁ ରଖ।


ତୁମ୍ଭେମାନେ ତାହା ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ। ତହିଁରେ ଲୋକମାନେ ସେହି ପ୍ରଦୀପ ଜଳାଇଲେ ତହିଁର ସମ୍ମୁଖରେ ଆଲୁଅ ହେବ।


ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନାରେ ସାତୋଟି ଜ୍ୱଳନ୍ତ ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ୱରଙ୍କର ସାତୋଟି ଆତ୍ମା ଅଟନ୍ତି।


ଏହା ପରେ ମୋଶା ଦୀପରୁଖା ସେହି ସମାଗମ-ତମ୍ବୁରେ ରଖିଥିଲେ। ଏହାର ମୁହଁ ଟେବୁଲ ଆଡ଼କୁ କରି ସେ ଦକ୍ଷିଣ ପାର୍ଶ୍ୱରେ ଏହାକୁ ରଖିଥିଲେ।


“ହାରୋଣଙ୍କୁ କୁହ, ମୁଁ ଦେଖାଇଥିବା ସ୍ଥାନରେ ସାତୋଟି ପ୍ରଦୀପ ରଖିବେ। ଯାହାଫଳରେ ସାତୋଟି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”


ହାରୋଣ ସେହିପରି କଲେ, ଯେପରି ତାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେ ପ୍ରଦୀପ ଗୁଡ଼ିକୁ ସଜାଡ଼ିଲେ, ଯେଉଁଥିପାଇଁ ସେଗୁଡ଼ିକ ଦୀପରୁଖାର ସମ୍ମୁଖ ସ୍ଥାନକୁ ଆଲୋକିତ କରି ପାରିବେ।


Swiv nou:

Piblisite


Piblisite