ଯାତ୍ରା ପୁସ୍ତକ 40:26 - ପବିତ୍ର ବାଇବଲ26 ଏହା ପରେ ମୋଶା ସୁବର୍ଣ୍ଣ ଯଜ୍ଞବେଦିକୁ ସମାଗମ-ତମ୍ବୁ ମଧ୍ୟରେ ରଖିଥିଲେ। ସେ ଏହି ଯଜ୍ଞବେଦିକୁ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ରଖିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ଵୁରେ ବିଚ୍ଛେଦବସ୍ତ୍ର ସମ୍ମୁଖରେ ସ୍ଵର୍ଣ୍ଣ-ବେଦି ରଖିଲେ Gade chapit laଓଡିଆ ବାଇବେଲ26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ Gade chapit la |
ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।