ଯାତ୍ରା ପୁସ୍ତକ 40:34 - ପବିତ୍ର ବାଇବଲ34 ଏହା ପରେ ସେହି ମେଘ ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ମହିମା ପବିତ୍ର ତମ୍ବୁକୁ ପରିପୂର୍ଣ୍ଣ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)34 ଅନନ୍ତର ମେଘସେହି ସମାଗମ-ତମ୍ଵୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। Gade chapit laଓଡିଆ ବାଇବେଲ34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। Gade chapit la |
ତୂରୀ ବାଦକ ଓ ଗାୟକ ଲୋକମାନେ ଜଣେ ବ୍ୟକ୍ତି ତୁଲ୍ୟ ଥିଲେ। ଯେତେବେଳେ ସଦାପ୍ରଭୁଙ୍କର ପ୍ରଶଂସା ଓ ଧନ୍ୟବାଦ ଗାନ କରାଗଲା ସେମାନେ ଏକ ଶବ୍ଦ କଲେ। ସେମାନେ ତୂରୀ, ଗିନି ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱର କଲେ। ସେମାନେ ଏହି ଗୀତ ଗାଇ ସଦାପ୍ରଭୁଙ୍କର ପ୍ରଶଂସା କଲେ, “କାରଣ ସେ ମଙ୍ଗଳମୟ। ତାଙ୍କର ସତ୍ୟ ପ୍ରେମ ଅନନ୍ତକାଳସ୍ଥାୟୀ ଅଟେ।” ଏହା ପରେ, ସଦାପ୍ରଭୁଙ୍କ ମନ୍ଦିର ମେଘ ଦ୍ୱାରା ପୂର୍ଣ୍ଣ ହେଲା।