Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:5 - ପବିତ୍ର ବାଇବଲ

5 ନିୟମ-ସିନ୍ଦୁକ ସମ୍ମୁଖରେ ସୁବର୍ଣ୍ଣର ଧୂପବେଦି ରଖ। ପରଦାଟିକୁ ତମ୍ବୁର ପ୍ରବେଶ ପଥରେ ଟାଙ୍ଗ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସାକ୍ଷ୍ୟସିନ୍ଦୁକ ସମ୍ମୁଖରେ ସ୍ଵର୍ଣ୍ଣର ଧୂପବେଦି ରଖିବ, ପୁଣି ଆବାସ-ଦ୍ଵାରର ଆଚ୍ଛାଦନବସ୍ତ୍ର ଟଙ୍ଗାଇବ।

Gade chapit la Kopi

ଓଡିଆ ବାଇବେଲ

5 ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।

Gade chapit la Kopi




ଯାତ୍ରା ପୁସ୍ତକ 40:5
12 Referans Kwoze  

ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନୁଷ୍ୟ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ୱର୍ଗ ଭିତରକୁ ଗଲେ।


ଯୀଶୁ ଉତ୍ତର ଦେଲେ, “ମୁଁ ପଥ, ମୁଁ ସତ୍ୟ ଓ ଜୀବନ। ପରମପିତାଙ୍କ ପାଖକୁ ଯିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।


“ଆଉ ସମାଗମ-ତମ୍ବୁର ପବିତ୍ର ତମ୍ବୁ ସମ୍ମୁଖରେ ହୋମବଳି ରଖିବ।


“ଯେତେବେଳେ ଛାଉଣି ସ୍ଥାନାନ୍ତର କରିବାର ସମୟ ହୁଏ, ତାଙ୍କର ପୁତ୍ରଗଣ ପରଦାରେ ପବିତ୍ର ନିୟମ ସିନ୍ଦୁକକୁ ଢାଙ୍କିବେ।


ମୁଁ ତୁମ୍ଭକୁ ଯେଉଁ ସ୍ଥାନରେ ସାକ୍ଷାତ କରିବି ତାହା ନିୟମ-ସିନ୍ଦୁକର ସମ୍ମୁଖରେ ଅଛି। ଯେଉଁଟାକି ପରଦା ପାର୍ଶ୍ୱରେ ନିୟମ-ସିନ୍ଦୁକ ଆଚ୍ଛାଦକର ଆଗରେ ଅଛି।


Swiv nou:

Piblisite


Piblisite