Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 40:8 - ପବିତ୍ର ବାଇବଲ

8 ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କର ଏବଂ ପ୍ରାଙ୍ଗଣର ପ୍ରବେଶ ପଥରେ ପରଦାଟି ଟାଙ୍ଗ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ଵାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।

Gade chapit la Kopi




ଯାତ୍ରା ପୁସ୍ତକ 40:8
8 Referans Kwoze  

ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍‌‌ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି।


ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ।


ଏହା ପରେ ମୋଶା ପବିତ୍ର ତମ୍ବୁର ଓ ଯଜ୍ଞବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ତମ୍ବୁର ପ୍ରବେଶ ପଥରେ ପରଦା ଟାଙ୍ଗିଲେ। ମୋଶା ଏହିପରି କାର୍ଯ୍ୟମାନ ସମାପ୍ତ କଲେ।


ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ।


“ଏହା ପରେ ଅଭିଷେକାର୍ଥକ ତୈଳ ନେଇ ତମ୍ବୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କର ଓ ଉତ୍ସର୍ଗିତ କର। ତହିଁରେ ତମ୍ବୁ ଓ ତାହାର ସାମଗ୍ରୀ ପବିତ୍ର ହେବ।


Swiv nou:

Piblisite


Piblisite