ଯାତ୍ରା ପୁସ୍ତକ 5:10 - ପବିତ୍ର ବାଇବଲ10 ତେଣୁ ଇସ୍ରାଏଲୀୟ କ୍ରୀତଦାସମାନଙ୍କର ମୁନିବ ଓ ତଦାରଖକାରୀଗଣ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଆଉ ପାଳ ନ ଦେବା ପାଇଁ ଫାରୋ ନିଷ୍ପତ୍ତି କରିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ। Gade chapit laଓଡିଆ ବାଇବେଲ10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ। Gade chapit la |
ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।