ଯାତ୍ରା ପୁସ୍ତକ 5:16 - ପବିତ୍ର ବାଇବଲ16 ତୁମ୍ଭେ ଆମ୍ଭକୁ କୌଣସି ନଡ଼ା ପାଳ ଦେଉ ନାହଁ କିନ୍ତୁ ପୂର୍ବପରି ଇଟା ନିର୍ମାଣ ପାଇଁ କହୁଛ। ତେଣୁ ଆମ୍ଭର ମୁନିବମାନେ ଆମ୍ଭମାନଙ୍କୁ ପ୍ରହାର କରୁଛନ୍ତି। ତୁମ୍ଭର ଲୋକମାନେ ଏପରି କରି ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରୁଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର। Gade chapit laଓଡିଆ ବାଇବେଲ16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ଇଟା ବନାଅ; ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆପଣଙ୍କ ଦାସମାନଙ୍କୁ ପାଳ ଦିଆଯାଏ ନାହିଁ, ତଥାପି ସେମାନେ କହନ୍ତି, ‘ଇଟା ବନାଅ;’ ଆଉ ଦେଖନ୍ତୁ, ଆପଣଙ୍କ ଦାସମାନେ ପ୍ରହାରିତ ହୁଅନ୍ତି, ମାତ୍ର ଦୋଷ ଆପଣଙ୍କ ନିଜ ଲୋକଙ୍କର।” Gade chapit la |
ପୁଣି ଯୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସାରେ ସେ ଲୋକମାନଙ୍କୁ କହିଲେ, “ମୋର ପିତା ଯେତିକି କାର୍ଯ୍ୟ ଦେଉଥିଲେ ମୁଁ ତା’ ଅପେକ୍ଷା ଆହୁରି ଅଧିକ କାର୍ଯ୍ୟ ଦେବି। ସେ ତୁମ୍ଭମାନଙ୍କୁ କୋରଡ଼ାରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତୀକ୍ଷ୍ଣ କୋରଡ଼ାରେ ଶାସ୍ତି ଦେବି, ଯାହାର ଆଘାତ ବିଛା କାମୁଡ଼ିଲା ପରି ଯନ୍ତ୍ରଣା ଦାୟକ ଏବଂ ତୁମ୍ଭେମାନେ ଆଘାତରେ କ୍ଷତାକ୍ତ ହେବ।”