ଯାତ୍ରା ପୁସ୍ତକ 5:17 - ପବିତ୍ର ବାଇବଲ17 ଫାରୋ ଉତ୍ତର ଦେଲେ, “ତୁମ୍ଭେମାନେ ଅଳସୁଆ। ତୁମ୍ଭେମାନେ କାର୍ଯ୍ୟ କରୁ ନାହଁ, ଯେଉଁଥିପାଇଁ ତୁମ୍ଭେମାନେ ଯିବା ପାଇଁ ମୋତେ ଅନୁମତି ମାଗୁଥିଲ। ଏବଂ ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ ଦେବାକୁ ଗ୍ଭହିଁଲ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତହୁଁ ସେ କହିଲେ, ତୁମ୍ଭେମାନେ ଅଳସୁଆ, ଖାଲି ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଛାଡ଼ି ଦିଅ। Gade chapit laଓଡିଆ ବାଇବେଲ17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଛ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତହୁଁ ସେ କହିଲେ, “ତୁମ୍ଭେମାନେ ବହୁତ ଅଳସୁଆ, ଏଥିପାଇଁ କହୁଅଛ, ‘ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଆମ୍ଭମାନଙ୍କୁ ଯିବାକୁ ଦିଅ।’ Gade chapit la |