Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:18 - ପବିତ୍ର ବାଇବଲ

18 ବର୍ତ୍ତମାନ ତୁମ୍ଭମାନଙ୍କର କାର୍ଯ୍ୟକୁ ଫେରିଯାଅ। ମୁଁ ତୁମ୍ଭମାନଙ୍କୁ କିଛି ପାଳ ବା ନଡ଼ା ଦେବି ନାହିଁ ଏବଂ ପୂର୍ବପରି ତୁମ୍ଭମାନଙ୍କୁ ସେତିକି ସଂଖ୍ୟକ ଇଟା ତିଆରି କରିବାକୁ ହିଁ ପଡ଼ିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏବେ ଯାଅ, କର୍ମ କର, ତୁମ୍ଭମାନଙ୍କୁ ପାଳ ଦିଆଯିବ ନାହିଁ, ତଥାପି ତୁମ୍ଭମାନଙ୍କୁ ଇଟାର ସମ୍ପୂର୍ଣ୍ଣ ସଂଖ୍ୟା ଦେବାକୁ ହେବ।”

Gade chapit la Kopi




ଯାତ୍ରା ପୁସ୍ତକ 5:18
6 Referans Kwoze  

ତା'ର ପିତା, କାରଣ ସେ ତାଙ୍କର ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ଭାଇ ପ୍ରତି ଅତ୍ୟାଗ୍ଭର କଲା ଓ ତା'ଠାରୁ ଗ୍ଭେରି କରେ କାରଣ ସେ, ଯାହା ସମାଜରେ ଭଲ ତାହା କଲା ନାହିଁ। ତା'ର ଦୋଷ କାରଣରୁ ସେ ମୃତୁବରଣ କରିବ।


ଫାରୋ ଉତ୍ତର ଦେଲେ, “ତୁମ୍ଭେମାନେ ଅଳସୁଆ। ତୁମ୍ଭେମାନେ କାର୍ଯ୍ୟ କରୁ ନାହଁ, ଯେଉଁଥିପାଇଁ ତୁମ୍ଭେମାନେ ଯିବା ପାଇଁ ମୋତେ ଅନୁମତି ମାଗୁଥିଲ। ଏବଂ ସେଥିପାଇଁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ ଦେବାକୁ ଗ୍ଭହିଁଲ।


ଇସ୍ରାଏଲୀୟ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଜାଣିଲେ ଯେ ସେମାନେ ଅସୁବିଧାରେ ପଡ଼ିଗଲେ ଏବଂ ସେମାନେ ଜାଣିଲେ ଯେ ସେମାନେ ପୂର୍ବପରି ସେତିକି ସଂଖ୍ୟକ ଇଟା ତିଆରି କରି ପାରିବେ ନାହିଁ।


ମୋର ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦେଇଛନ୍ତି, ମୁଁ ସେହି ବୋଝକୁ ଆହୁରି ଭାରୀ କରିବି। ମୋର ପିତା ତୁମ୍ଭକୁ ଗ୍ଭବୁକ ଦ୍ୱାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଗ୍ଭବୁକ ଦ୍ୱାରା ଶାସନ କରିବି, ଯେଉଁଥିରେ ମୁନିଆ କଣ୍ଟାମାନ ବାହାରିଥିବ।’”


ପୁନ୍ନରାୟ ବହୁତ ଲୋକ ଅତ୍ୟାଗ୍ଭରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସେମାନଙ୍କୁ ସାନ୍ତ୍ୱନା ଦେବା ପାଇଁ କେହି ମଧ୍ୟ ନ ଥିଲେ। କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ୟ ମୁଁ ଦେଖିଲି। ସେମାନଙ୍କ ଦ୍ୱାରା ଆହତ ଲୋକମାନଙ୍କୁ କେହି ସାନ୍ତ୍ୱନା ଦେବାକୁ ନ ଥିଲେ।


Swiv nou:

Piblisite


Piblisite