ଯାତ୍ରା ପୁସ୍ତକ 5:19 - ପବିତ୍ର ବାଇବଲ19 ଇସ୍ରାଏଲୀୟ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଜାଣିଲେ ଯେ ସେମାନେ ଅସୁବିଧାରେ ପଡ଼ିଗଲେ ଏବଂ ସେମାନେ ଜାଣିଲେ ଯେ ସେମାନେ ପୂର୍ବପରି ସେତିକି ସଂଖ୍ୟକ ଇଟା ତିଆରି କରି ପାରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଷ୍ଟକରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ। Gade chapit laଓଡିଆ ବାଇବେଲ19 ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ; ଏହି କଥାରେ ଇସ୍ରାଏଲବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 “ତହିଁରେ ତୁମ୍ଭମାନଙ୍କ ଦୈନିକ ନିରୂପିତ ଇଟାରୁ କିଛି ଊଣା ହେବ ନାହିଁ;” ଏହି କଥାରେ ଇସ୍ରାଏଲ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଦେଖିଲେ ଯେ, ସେମାନଙ୍କ ଦଶା ଅମଙ୍ଗଳସୂଚକ। Gade chapit la |