Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 5:20 - ପବିତ୍ର ବାଇବଲ

20 ସେମାନେ ଫାରୋଙ୍କଠାରୁ ଫେରିବା ବେଳେ ମୋଶା ଓ ହାରୋଣଙ୍କର ସାକ୍ଷାତ ପାଇଲେ। ସେମାନେ ବାଟରେ ଅପେକ୍ଷା କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ସେମାନେ ଫାରୋଙ୍କ ନିକଟରୁ ଆସିବା ବେଳେ ମୋଶା ଓ ହାରୋଣଙ୍କ ସାକ୍ଷାତ ପାଇଲେ, ସେମାନେ ପଥରେ ଠିଆ ହୋଇଥିଲେ;

Gade chapit la Kopi

ଓଡିଆ ବାଇବେଲ

20 ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସେମାନେ ଫାରୋଙ୍କ ନିକଟରୁ ଫେରିବା ସମୟରେ ସେମାନେ ମୋଶା ଓ ହାରୋଣଙ୍କୁ ସାକ୍ଷାତ କଲେ, ଯେପରି ସେମାନେ ସେମାନଙ୍କର ଅପେକ୍ଷାରେ ଥିଲେ;

Gade chapit la Kopi




ଯାତ୍ରା ପୁସ୍ତକ 5:20
2 Referans Kwoze  

ଇସ୍ରାଏଲୀୟ ବଂଶୀୟ କାର୍ଯ୍ୟାଧ୍ୟକ୍ଷମାନେ ଜାଣିଲେ ଯେ ସେମାନେ ଅସୁବିଧାରେ ପଡ଼ିଗଲେ ଏବଂ ସେମାନେ ଜାଣିଲେ ଯେ ସେମାନେ ପୂର୍ବପରି ସେତିକି ସଂଖ୍ୟକ ଇଟା ତିଆରି କରି ପାରିବେ ନାହିଁ।


ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।”


Swiv nou:

Piblisite


Piblisite