ଯାତ୍ରା ପୁସ୍ତକ 5:21 - ପବିତ୍ର ବାଇବଲ
21 ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।”
Gade chapit la Kopi
21 ଏଣୁ ସେମାନଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କର ସୁଗନ୍ଧକୁ ଦୁର୍ଗନ୍ଧ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ଼୍ଗ ଦେଲ।
Gade chapit la Kopi
21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”