ଯାତ୍ରା ପୁସ୍ତକ 5:5 - ପବିତ୍ର ବାଇବଲ5 ଏଠାରେ ଅନେକ ଲୋକ ଅଛନ୍ତି। ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କର କର୍ମରୁ ନିବୃତ୍ତ କରୁଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଫାରୋ ଆହୁରି କହିଲେ, ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ। Gade chapit laଓଡିଆ ବାଇବେଲ5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଫାରୋ ଆହୁରି କହିଲେ, “ଦେଖ, ଏବେ ଏ ଦେଶରେ ଏହି ଲୋକ ଅନେକ, ପୁଣି, ତୁମ୍ଭେମାନେ ସେମାନଙ୍କୁ ଭାର ବହିବାରୁ ନିବୃତ୍ତ କରୁଅଛ।” Gade chapit la |
ପୁଣି ଯୁବ ବନ୍ଧୁମାନଙ୍କ ମନ୍ତ୍ରଣାନୁସାରେ ସେ ଲୋକମାନଙ୍କୁ କହିଲେ, “ମୋର ପିତା ଯେତିକି କାର୍ଯ୍ୟ ଦେଉଥିଲେ ମୁଁ ତା’ ଅପେକ୍ଷା ଆହୁରି ଅଧିକ କାର୍ଯ୍ୟ ଦେବି। ସେ ତୁମ୍ଭମାନଙ୍କୁ କୋରଡ଼ାରେ ଶାସ୍ତି ଦେଉଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କୁ ତୀକ୍ଷ୍ଣ କୋରଡ଼ାରେ ଶାସ୍ତି ଦେବି, ଯାହାର ଆଘାତ ବିଛା କାମୁଡ଼ିଲା ପରି ଯନ୍ତ୍ରଣା ଦାୟକ ଏବଂ ତୁମ୍ଭେମାନେ ଆଘାତରେ କ୍ଷତାକ୍ତ ହେବ।”