ଯାତ୍ରା ପୁସ୍ତକ 6:12 - ପବିତ୍ର ବାଇବଲ12 କିନ୍ତୁ ମୋଶା ଉତ୍ତର ଦେଲେ, “ଇସ୍ରାଏଲ ସନ୍ତାନଗଣ ମୋର କଥାକୁ କର୍ଣ୍ଣପାତ କରି ନାହାନ୍ତି। ତେଣୁ ଫାରୋ ମୋର କଥାକୁ କର୍ଣ୍ଣପାତ କରିବେ ନାହିଁ। ମୁଁ ଜଣେ ଅତି ମନ୍ଦ ବକ୍ତା।” Gade chapit laପବିତ୍ର ବାଇବଲ (Re-edited) - (BSI)12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ? Gade chapit laଓଡିଆ ବାଇବେଲ12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ ସନ୍ତାନଗଣ ମୋ’ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ମୋଶା ସଦାପ୍ରଭୁଙ୍କ ଛାମୁରେ କହିଲେ, “ଦେଖନ୍ତୁ, ଇସ୍ରାଏଲ-ସନ୍ତାନଗଣ ମୋʼ କଥାରେ ମନୋଯୋଗ କରି ନାହାନ୍ତି; ତେବେ ଉତ୍ତମ ବକ୍ତା ଯେ ମୁଁ ନୁହେଁ, ମୋʼ କଥା ଫାରୋ କିପରି ଶୁଣିବେ?” Gade chapit la |