ଯାତ୍ରା ପୁସ୍ତକ 6:16 - ପବିତ୍ର ବାଇବଲ16 ଲେବୀ 137 ବର୍ଷ ବଞ୍ଚିଥିଲେ। ଲେବୀଙ୍କର ସନ୍ତାନମାନେ ଥିଲେ, ଗେର୍ଶୋନ୍, କହାତ୍ ଓ ମରାରି। Gade chapit laପବିତ୍ର ବାଇବଲ (Re-edited) - (BSI)16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ୍ ଓ କହାତ୍ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ୍ ବର୍ଷ ଥିଲା। Gade chapit laଓଡିଆ ବାଇବେଲ16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ବଂଶାବଳୀ ଅନୁସାରେ ଲେବୀର ପୁତ୍ରମାନଙ୍କ ନାମ ଗେର୍ଶୋନ, କହାତ ଓ ମରାରି; ଲେବୀର ବୟସ ଶହେ ସଇଁତିରିଶ ବର୍ଷ ଥିଲା। Gade chapit la |
ଯେଉଁ ଲେବୀୟମାନେ କାର୍ଯ୍ୟ କରିବାକୁ ଆରମ୍ଭ କଲେ, ସେମାନଙ୍କର ତାଲିକା ଏହି: କହାତ୍ ବଂଶର ଅମାସୟଙ୍କ ପୁତ୍ର ମାହତ୍ ଓ ଅସରିୟଙ୍କ ପୁତ୍ର ଯୋୟେଲ ଥିଲେ। ମରାରି ବଂଶଧରର ଅବ୍ଦିଙ୍କ ପୁତ୍ର କୀଶ୍ ଓ ଯିହୋଲିଲେଲଙ୍କ ପୁତ୍ର ଅସରିୟ ଥିଲେ। ଗେର୍ଶୋନ ବଂଶଧରରୁ ସିମ୍ମଙ୍କ ପୁତ୍ର ଯୋୟାହ ଓ ଯୋୟାହଙ୍କ ପୁତ୍ର ଏଦନ୍ ଥିଲେ। ଇଲିଶାଫନଙ୍କ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଓ ମତ୍ତନିୟ ଥିଲେ। ହେମନଙ୍କ ବଂଶଧରମାନଙ୍କ ମଧ୍ୟରୁ ଯିହୀୟେଲ୍ ଓ ଶିମିୟି ଥିଲେ। ଯିଦୂଥୂନଙ୍କ ବଂଶଧରମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୂୟେଲ ଥିଲେ। ଆସଫ୍ ବଂଶଧରମାନଙ୍କ ମଧ୍ୟରୁ ଶମୟିୟ ଓ ଉଷିୟେଲ ଥିଲେ।