Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:18 - ପବିତ୍ର ବାଇବଲ

18 କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି କହାତର ସନ୍ତାନ ଅମ୍ରମ୍ ଓ ଯିଷ୍ହର ଓ ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ୍ ବର୍ଷ ବୟସ ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।

Gade chapit la Kopi




ଯାତ୍ରା ପୁସ୍ତକ 6:18
8 Referans Kwoze  

କହାତଙ୍କ ପୁତ୍ରମାନେ ଥିଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


କହାତଙ୍କର ପୁତ୍ରମାନେ ଥିଲେ ଅମ୍ରାମ୍, ଯିଷହାର, ହିବ୍ରୋଣ ଓ ଉଷିୟେଲ।


ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ସେମାନେ ମଧ୍ୟ ଲେବୀର ପରିବାରବର୍ଗଙ୍କୁ ଗଣନା କଲେ। ଲେବୀୟ ପରିବାରବର୍ଗଗୁଡ଼ିକ ହେଲେ: ଗେର୍ଶୋନଠାରୁ ଗେର୍ଶୋନୀୟ ଗୋଷ୍ଠୀ; କହାତଠାରୁ କହାତୀୟ ଗୋଷ୍ଠୀ; ମରାରିଠାରୁ ମରାରୀୟ ଗୋଷ୍ଠୀ।


ଲେବୀ ବଂଶର ଜଣେ ଲୋକ ଥିଲେ। ଯିଏକି ସେହି ଲେବୀ ବଂଶର ଜଣେ କନ୍ୟାଙ୍କୁ ବିବାହ କଲେ।


କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ଏହା ପରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, “ତୁମ୍ଭେମାନେ ପବିତ୍ର ସ୍ଥାନର ସମ୍ମୁଖକୁ ଯାଅ ଓ ତୁମ୍ଭମାନଙ୍କର ସମ୍ପର୍କୀୟ ଭାଇମାନଙ୍କର ଶବକୁ ଛାଉଣିର ବାହାରକୁ ନେଇଯାଅ।”


ଉଷୀୟେଲଙ୍କ ପରିବାରବର୍ଗରୁ 112 ଜଣ ଲୋକ ଆସିଲେ। ଅମ୍ମୀନାଦବ ସେମାନଙ୍କର ନେତା ଥିଲେ।


Swiv nou:

Piblisite


Piblisite