Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:19 - ପବିତ୍ର ବାଇବଲ

19 ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ।

Gade chapit la Kopi

ଓଡିଆ ବାଇବେଲ

19 ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।

Gade chapit la Kopi




ଯାତ୍ରା ପୁସ୍ତକ 6:19
7 Referans Kwoze  

ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ମହଲିଙ୍କ ପୁତ୍ରମାନେ ଥିଲେ ଇଲୀୟାସର ଓ କୀଶ୍।


ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ଲେବୀଙ୍କ ଗୋଷ୍ଠୀଗୁଡ଼ିକର ଏହା ହିଁ ଏକ ତାଲିକା ଅଟେ। ସେମାନଙ୍କ ପିତାଗଣଙ୍କର ନାମାନୁସାରେ ହିଁ ସେମାନଙ୍କର ନାମ ତାଲିକାଭୁକ୍ତ ହୋଇଅଛି।


ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ।


ମୂଶିଙ୍କ ପୁତ୍ରମାନେ ଥିଲେ, ମହଲି, ଏଦର ଓ ଯିରେମୋତ୍। ସମୁଦାୟ ତିନି ଜଣ ପୁତ୍ର ଥିଲେ।


ଲେବୀର ତିନି ପୁତ୍ର ଥିଲେ ଓ ସେମାନଙ୍କର ନାମ ହେଲା ଗେର୍ଶୋନ, କହାତ୍ ଓ ମରାରି।


ମରାରି ସନ୍ତାନଗଣ ନିଜ ନିଜ ବଂଶାନୁସାରେ ରୁବେନ୍ ବଂଶ, ଗାଦ୍ ବଂଶ, ସବୂଲୂନ ବଂଶରୁ ଏହିପରି ବାରଟି ନଗର ପାଇଲେ।


ମରାରିଙ୍କ ବଂଶଧରମାନେ ଥିଲେ ମହଲି ଓ ମୂଶି ଓ ଯାସିୟ ତାଙ୍କର ପୁତ୍ର ଥିଲେ।


Swiv nou:

Piblisite


Piblisite