ଯାତ୍ରା ପୁସ୍ତକ 6:20 - ପବିତ୍ର ବାଇବଲ20 ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ୍ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକେବଦ। ଏଣୁ ଅମ୍ରମ୍ ଆଉ ଯୋକେବଦ ହାରୋଣ ଓ ମୋଶାଙ୍କୁ ଜନ୍ମ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା ; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା। Gade chapit laଓଡିଆ ବାଇବେଲ20 ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଅମ୍ରାମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା। Gade chapit la |
ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ।