Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 6:27 - ପବିତ୍ର ବାଇବଲ

27 ଏମାନେ ମିଶରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିଶରର ରାଜା ଫାରୋଙ୍କୁ କହିଥିଲେ। ଏମାନେ ଥିଲେ ସେହି ହାରୋଣ ଓ ମୋଶା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।

Gade chapit la Kopi

ଓଡିଆ ବାଇବେଲ

27 ଏମାନେ ମିସରରୁ ଇସ୍ରାଏଲ ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏମାନେ ମିସରରୁ ଇସ୍ରାଏଲ-ସନ୍ତାନଗଣକୁ ବାହାର କରି ଆଣିବା ପାଇଁ ମିସରର ରାଜା ଫାରୋଙ୍କ ସହିତ କଥାବାର୍ତ୍ତା କରିଥିଲେ। ଏମାନେ ସେହି ମୋଶା ଓ ହାରୋଣ।

Gade chapit la Kopi




ଯାତ୍ରା ପୁସ୍ତକ 6:27
12 Referans Kwoze  

ଆମ୍ଭେ କ’ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମୋଶା, ହାରୋଣ ଓ ମରିୟମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛୁ ଓ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଅଛୁ।


ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି ଆପଣା ଲୋକମାନଙ୍କୁ ମେଷପଲ ପରି ଚଲାଇଲ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇ‌ସ୍‌ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି।


ସେହି ସମୟରେ, ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ପର୍ବତରୁ ଓହ୍ଲାଇ ଯାଅ। ତୁମ୍ଭର ଲୋକମାନେ, ଯେଉଁ ଲୋକମାନଙ୍କୁ ତୁମ୍ଭେ ମିଶରରୁ ବାହାର କରି ଆଣିଥିଲ, ସେମାନେ ଘୋର ପାପ କରିଛନ୍ତି।


ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କାର୍ଯ୍ୟମାନ କଲେ। ହାରୋଣ ତାଙ୍କର ଆଶାବାଡ଼ିଟିକୁ ଭୂମିରେ ପକାଇଲେ। ଯେତେବେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଗ୍ଭହିଁଥିଲେ ସେମାନଙ୍କ ସମ୍ମୁଖରେ ଆଶାବାଡ଼ିଟି ସର୍ପରେ ପରିଣତ ହୋଇଗଲା।


ହାରୋଣ ଓ ମୋଶା ଏହି ପରିବାରବର୍ଗର ଥିଲେ ଏବଂ ସେମାନେ ଏହି ଲୋକ ଥିଲେ, ଯେଉଁମାନଙ୍କୁ ସଦାପ୍ରଭୁ କହିଲେ, “ତୁମ୍ଭେମାନେ ସୈନ୍ୟ ଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣ।”


କିନ୍ତୁ ସଦାପ୍ରଭୁ ଇସ୍ରାଏଲର ସନ୍ତାନଗଣଙ୍କୁ କହିବା ପାଇଁ ମୋଶା ଓ ହାରୋଣଙ୍କୁ ଆଜ୍ଞା ଦେଲେ। ସେ ମିଶରର ରାଜା ଫାରୋଙ୍କ ନିକଟକୁ ଯିବା ପାଇଁ ଏବଂ ଇସ୍ରାଏଲୀୟ ସନ୍ତାନଗଣଙ୍କୁ ମିଶରରୁ ବାହାର କରି ଆଣିବା ପାଇଁ ସେମାନଙ୍କୁ ଆଜ୍ଞା ଦେଲେ।


ମିଶରର ସେହି ଭୂମିରେ ପରମେଶ୍ୱର ମୋଶାଙ୍କୁ କହିଥିଲେ।


“‘ଏହା ପରେ ମୁଁ, ମୋଶା ଓ ହାରୋଣକୁ ସେହି ସ୍ଥାନକୁ ପଠାଇଲି। ଆଉ ମୁଁ ଗ୍ଭହିଁଥିଲି ମୋର ଲୋକମାନଙ୍କୁ ମିଶରରୁ ଫେରାଇ ଆଣିବା ପାଇଁ। ମିଶର ମଧ୍ୟରେ ଶକ୍ତିଶାଳୀ କାର୍ଯ୍ୟ କରି ମୁଁ ସେମାନଙ୍କୁ ପୀଡ଼ା ଦେଲି। ଏହା ପରେ ମୁଁ ତୁମ୍ଭମାନଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲି।


ଶାମୁୟେଲ ଲୋକମାନଙ୍କୁ କହିଲେ, “ଯାହାସବୁ ଘଟିଛି ସଦାପ୍ରଭୁ ସବୁ ଦେଖିଛନ୍ତି। ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ନିଯୁକ୍ତି କରିଥିଲେ ଏବଂ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଙ୍କୁ ମିଶରରୁ ବାହାର କରି ଆଣିଥିଲେ।


ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।


Swiv nou:

Piblisite


Piblisite