ଯାତ୍ରା ପୁସ୍ତକ 7:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ୱର ତୁଲ୍ୟ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ଵର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Gade chapit laଓଡିଆ ବାଇବେଲ1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Gade chapit la |
ରାଜା ଗୋଟିଏ ଦୂତ ଇଲୀଶାୟଙ୍କ ନିକଟକୁ ପଠାଇଲେ। ଇଲୀଶାୟ ସେତେବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସେହି ପ୍ରାଚୀନବର୍ଗଙ୍କୁ କହିଲେ, “ଏଠାକୁ ଦେଖ, ଏହି ନରହତ୍ୟାକାରୀର ପୁତ୍ର ମୋର ମୁଣ୍ତ ଛେଦନ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଗୃହରେ ପ୍ରବେଶ ନ କରାଇ ଦେବା ପାଇଁ ଦ୍ୱାରକୁ ଦୃଢ଼ ଭାବରେ ଧର। ମୁଁ ଶୁଣେ ତା’ ପ୍ରଭୁର ପଦଶବ୍ଦ ତା'ର ପଛରେ।”