ଯାତ୍ରା ପୁସ୍ତକ 7:10 - ପବିତ୍ର ବାଇବଲ10 ତେଣୁ ମୋଶା ଏବଂ ହାରୋଣ ଫାରୋଙ୍କ ନିକଟକୁ ଗଲେ ଏବଂ ସଦାପ୍ରଭୁଙ୍କ କହିବା ମୁତାବକ କାର୍ଯ୍ୟମାନ କଲେ। ହାରୋଣ ତାଙ୍କର ଆଶାବାଡ଼ିଟିକୁ ଭୂମିରେ ପକାଇଲେ। ଯେତେବେଳେ ଫାରୋ ଏବଂ ତାଙ୍କର କର୍ମକର୍ତ୍ତାଗଣ ଗ୍ଭହିଁଥିଲେ ସେମାନଙ୍କ ସମ୍ମୁଖରେ ଆଶାବାଡ଼ିଟି ସର୍ପରେ ପରିଣତ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାପ୍ରମାଣେ କର୍ମ କଲେ; ପୁଣି ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା। Gade chapit laଓଡିଆ ବାଇବେଲ10 ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା। Gade chapit la |