ଯାତ୍ରା ପୁସ୍ତକ 7:17 - ପବିତ୍ର ବାଇବଲ17 ତେଣୁ ସଦାପ୍ରଭୁ କହିଲେ, ଯେ ସେ କିଛି କରିବେ ଯେଉଁଥିରେ ତୁମ୍ଭେ ଜାଣିବ ସେ ସଦାପ୍ରଭୁ ବୋଲି। ମୁଁ ନୀଳନଦୀରେ ଜଳକୁ ମୋର ଆଶାବାଡ଼ିରେ ଛୁଇଁବି ତାହା ସଙ୍ଗେ ସଙ୍ଗେ ନଦୀର ଜଳ ପରିବର୍ତ୍ତେ ରକ୍ତ ପ୍ରବାହୀତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ଵାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ଵାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ। Gade chapit laଓଡିଆ ବାଇବେଲ17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, “ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସଦାପ୍ରଭୁ ଏହି ପ୍ରକାରେ କହୁଅଛନ୍ତି, ଆମ୍ଭେ ଯେ ସଦାପ୍ରଭୁ, ତାହା ତୁମ୍ଭେ ଏତଦ୍ଦ୍ୱାରା ଜ୍ଞାତ ହେବ; ଦେଖ, ଆମ୍ଭେ ଆପଣା ହସ୍ତସ୍ଥିତ ଏହି ଯଷ୍ଟି ଦ୍ୱାରା ନଦୀର ଜଳ ଉପରେ ପ୍ରହାର କରିବା, ତହିଁରେ ତାହା ରକ୍ତ ହୋଇଯିବ। Gade chapit la |
ଏହି ଦୁଇଜଣ ଭବିଷ୍ୟଦ୍ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସେମାନଙ୍କର କ୍ଷମତା ଅଛି। ଜଳକୁ ରକ୍ତରେ ପରିଣତ କରିବାର କ୍ଷମତା ସେମାନଙ୍କର ଅଛି। ପୃଥିବୀକୁ ପ୍ରତ୍ୟେକ ପ୍ରକାରର ମହାମାରୀ ଦ୍ୱାରା କଷ୍ଟ ଦେବାର କ୍ଷମତା ସେମାନଙ୍କର ଅଛି। ସେମାନେ ସେମାନଙ୍କର ନିଜ ଇଚ୍ଛା ଅନୁସାରେ ଯେତେଥର ଗ୍ଭହିଁବେ, ସେତଥର ଏହା କରି ପାରିବେ।
ଆପଣ ନମ୍ର ହେବା ପରିବର୍ତ୍ତେ ସ୍ୱର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରୌପ୍ୟ ପାତ୍ରରେ ଆପଣ, ଆପଣଙ୍କ ଅମାତ୍ୟଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମାରେ ଦେବଗଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସେମାନଙ୍କର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।