ଯାତ୍ରା ପୁସ୍ତକ 7:18 - ପବିତ୍ର ବାଇବଲ18 ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀଜଳ ପାନ କରିବାକୁ ଘୃଣା କରିବେ। Gade chapit laଓଡିଆ ବାଇବେଲ18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।’” Gade chapit la |
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”