Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 7:21 - ପବିତ୍ର ବାଇବଲ

21 ନଦୀର ମତ୍ସ୍ୟମାନେ ମଲେ ଏବଂ ନଦୀର ଜଳ ଦୁର୍ଗନ୍ଧ ଯୁକ୍ତ ହେଲା। ତେଣୁ ମିଶରବାସୀ ଆଉ ନୀଳନଦୀରୁ ଜଳପାନ କରିପାରି ନ ଥିଲେ। ମିଶରର ସବୁଆଡ଼େ ଜଳଭାଗ ରକ୍ତରେ ପରିଣତ ହୋଇଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସ୍ରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ନଦୀର ସମସ୍ତ ମତ୍ସ୍ୟ ମଲେ ଓ ନଦୀ ଦୁର୍ଗନ୍ଧ ହେଲା, ତହିଁରେ ମିସରୀୟମାନେ ନଦୀର ଜଳ ପାନ କରି ପାରିଲେ ନାହିଁ; ମିସର ଦେଶର ସର୍ବତ୍ର ରକ୍ତ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 7:21
7 Referans Kwoze  

ନଦୀର ମାଛମାନେ ମରିଯିବେ ଏବଂ ନଦୀ ଦୁର୍ଗନ୍ଧ ଯୁକ୍ତ ହେବ। ତେଣୁ ମିଶରବାସୀ ଆଉ ନୀଳନଦୀର ଜଳ ପିଇ ପାରିବେ ନାହିଁ।’”


ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା।


ତେଣୁ ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁସାରେ କାର୍ଯ୍ୟ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ୱାରା ନୀଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଗ୍ଭରୀମାନଙ୍କ ସମ୍ମୁଖରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତରେ ପରିଣତ ହୋଇଗଲା।


ମନ୍ତ୍ରଜ୍ଞମାନେ ତାଙ୍କର ଗୁପ୍ତ ଯାଦୁବିଦ୍ୟା ପ୍ରୟୋଗ କରି ଠିକ୍ ଏପରି କଲେ। ଫାରୋ ପୁଣି କଠିନ ହେଲେ ହୃଦୟ କଠିନ କଲେ ଏବଂ ସେ ସେମାନଙ୍କର କଥା ଶୁଣିଲେ ନାହିଁ। ଏହା ଠିକ୍ ସଦାପ୍ରଭୁଙ୍କର ଆଜ୍ଞାନୁସାରେ ଘଟିଲା।


ସେ ସେମାନଙ୍କର ଜଳକୁ ରକ୍ତ କଲେ ଓ ସେମାନଙ୍କର ମାଛସବୁ ମରିଗଲେ।


ସେମାନେ ଗଦା ହୋଇ ରୁଣ୍ଡ ହେଲେ ଏବଂ ସେଗୁଡ଼ିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।


“ଯେଉଁ କୈବର୍ତ୍ତମାନେ ବନଶୀ ସାହାଯ୍ୟରେ ନୀଳନଦୀରୁ ମାଛ ଧରୁଥିଲେ, ସେମାନେ ଦୁଃଖିତ ହେବେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣିରେ ଜାଲ ପକାଉଥିଲେ ହତାଶ ହେବେ। ସେମାନଙ୍କର ଜୀବିକା ପାଇଁ ନୀଳନଦୀ ଉପରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିଯିବ।


Swiv nou:

Piblisite


Piblisite