ଯାତ୍ରା ପୁସ୍ତକ 8:12 - ପବିତ୍ର ବାଇବଲ12 ମୋଶା ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାୟ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧରେ ପଠାଇଥିଲେ, ସେଗୁଡ଼ିକୁ ହଟାଇ ନେବା ପାଇଁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Gade chapit laଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। Gade chapit la |