Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:13 - ପବିତ୍ର ବାଇବଲ

13 ଏବଂ ମୋଶା ଯାହା ଗ୍ଭହିଁଲେ ସଦାପ୍ରଭୁ ସେହିପରି କଲେ। ଯେଉଁ ବେଙ୍ଗମାନେ ଘରେ, ଅଗଣାରେ ଏବଂ ଜମିରେ ଥିଲେ ସେଗୁଡ଼ିକ ମରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ।

Gade chapit la Kopi




ଯାତ୍ରା ପୁସ୍ତକ 8:13
6 Referans Kwoze  

ବେଙ୍ଗମାନେ ତୁମ୍ଭକୁ, ତୁମ୍ଭର ଗୃହକୁ, ତୁମ୍ଭର ଲୋକମାନଙ୍କୁ ଏବଂ ତୁମ୍ଭର କର୍ମଗ୍ଭରୀମାନଙ୍କୁ ଛାଡ଼ି ପଳାଇବେ। ସେମାନେ କେବଳ ନଦୀରେ ରହିବେ।”


ମୋଶା ଏବଂ ହାରୋଣ ଫାରୋଙ୍କ ନିକଟରୁ ବିଦାୟ ନେଲେ। ସେ ଯେଉଁ ବେଙ୍ଗମାନଙ୍କୁ ଫାରୋଙ୍କ ବିରୁଦ୍ଧରେ ପଠାଇଥିଲେ, ସେଗୁଡ଼ିକୁ ହଟାଇ ନେବା ପାଇଁ ମୋଶା ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।


ସେମାନେ ଗଦା ହୋଇ ରୁଣ୍ଡ ହେଲେ ଏବଂ ସେଗୁଡ଼ିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।


ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରିବା ଲେବୀୟମାନଙ୍କ କାର୍ଯ୍ୟ ଥିଲା। ଲେବୀୟମାନେ ଆହୁରି ମଧ୍ୟ ମନ୍ଦିରର ପ୍ରାଙ୍ଗଣ ଓ ପାର୍ଶ୍ୱବର୍ତ୍ତୀ କୋଠରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସେମାନଙ୍କର କାର୍ଯ୍ୟ ଥିଲା। ପରମେଶ୍ୱରଙ୍କ ମନ୍ଦିରର ସେବା କରିବା କାର୍ଯ୍ୟ ସେମାନଙ୍କର ଥିଲା।


ପରମେଶ୍ୱର ଆଜ୍ଞା ଦେଲେ, ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି ସବୁଆଡ଼େ ଭର୍ତ୍ତି ହୋଇଗଲେ।


Swiv nou:

Piblisite


Piblisite