ଯାତ୍ରା ପୁସ୍ତକ 8:18 - ପବିତ୍ର ବାଇବଲ18 ମିଶରର ମନ୍ତ୍ରଜ୍ଞମାନେ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ଦ୍ୱାରା ଏପରି କରିବାକୁ ଚେଷ୍ଟା କଲେ, କିନ୍ତୁ ବିଫଳ ହେଲେ, ମନ୍ତ୍ରଜ୍ଞମାନେ ଧୂଳିରୁ ଉକୁଣିଆ ପୋକମାନ ସୃଷ୍ଟି କରି ପାରିଲେ ନାହିଁ। ଉକୁଣିଆ ପୋକମାନେ ପଶୁ ଓ ମନୁଷ୍ୟମାନଙ୍କଠାରେ ରହିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଯନି କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। Gade chapit laଓଡିଆ ବାଇବେଲ18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। Gade chapit la |