Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:24 - ପବିତ୍ର ବାଇବଲ

24 ତେଣୁ ସଦାପ୍ରଭୁ ଯେପରି କହିଥିଲେ, ସେହିପରି ବହୁସଂଖ୍ୟକ ମାଛି ମିଶରରେ ପ୍ରବେଶ କରାଇଲେ। ମାଛିମାନେ ଫାରୋଙ୍କ ଗୃହରେ, ତାଙ୍କର କର୍ମଗ୍ଭରୀମାନଙ୍କ ଗୃହରେ ଏବଂ ଏପରିକି ମିଶରର ଗ୍ଭରିଆଡ଼େ ଘେରିଗଲେ। ମାଛିମାନେ ଦେଶକୁ ନଷ୍ଟ କରିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଅନନ୍ତର ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝାଙ୍କ ଉପସ୍ଥିତ ହେଲା; ପୁଣି ସମୁଦାୟ ମିସର ଦେଶ ଦଂଶକାଦି ହେତୁରୁ ନଷ୍ଟ ହେଲା।

Gade chapit la Kopi

ଓଡିଆ ବାଇବେଲ

24 ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍‍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 8:24
6 Referans Kwoze  

ପରମେଶ୍ୱର ଆଜ୍ଞା ଦେଲେ, ଦଂଶନକାରୀ ଝାଙ୍କ, ଉକୁଣିଆ ପୋକ ଆସି ସବୁଆଡ଼େ ଭର୍ତ୍ତି ହୋଇଗଲେ।


ପରମେଶ୍ୱର ସେମାନଙ୍କ ମଧ୍ୟରୁ ଦଂଶକ ଝିଙ୍କ ପଠାଇଲେ। ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ସେମାନଙ୍କୁ ବିନାଶ କଲେ।


ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ ତେବେ ମାଛିମାନଙ୍କ ଦ୍ୱାରା ତୁମ୍ଭର ଗୃହ ପରିପୂର୍ଣ୍ଣ ହେବ। ଏବଂ ମାଛିମାନେ ତୁମ୍ଭ ଉପରେ, ତୁମ୍ଭର ଲୋକମାନଙ୍କ ଉପରେ, ତୁମ୍ଭର କର୍ମଗ୍ଭରୀମାନଙ୍କ ଉପରେ ବ୍ୟାପିଯିବେ। ମିଶରର ସମସ୍ତ ଗୃହ ମାଛିରେ ପରିପୂର୍ଣ୍ଣ ହେବ। ଏବଂ ମାଛିମାନଙ୍କ ଦ୍ୱାରା ମଧ୍ୟ ଭୂମି ପରିପୂର୍ଣ୍ଣ ହେବ।


ତେଣୁ ଆସନ୍ତାକାଲିଠାରୁ ମୁଁ ମୋର ଲୋକମାନଙ୍କୁ ତୁମ୍ଭର ଲୋକମାନଙ୍କଠାରୁ ଭିନ୍ନ ଭାବରେ ବ୍ୟବହାର କରିବି ଏବଂ ତାହା ମୋର ପ୍ରମାଣ ସ୍ୱରୂପ ହେବ।’”


ବେଙ୍ଗମାନେ ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ଲୋକମାନଙ୍କ ଓ ତୁମ୍ଭ ଉପରକୁ ଉଠିବେ।’”


ସେମାନେ ଗଦା ହୋଇ ରୁଣ୍ଡ ହେଲେ ଏବଂ ସେଗୁଡ଼ିକ ଯୋଗୁଁ ସ୍ଥାନଟିରୁ ଦୁର୍ଗନ୍ଧ ବାହାରିଲା।


Swiv nou:

Piblisite


Piblisite