Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 8:31 - ପବିତ୍ର ବାଇବଲ

31 ଏବଂ ମୋଶା ଯେପରି ଗ୍ଭହିଁଲେ, ସଦାପ୍ରଭୁ ସେହିପରି କଲେ। ସଦାପ୍ରଭୁ ମାଛିମାନଙ୍କୁ ଫାରୋଙ୍କଠାରୁ, ତାଙ୍କର କର୍ମଗ୍ଭରୀ ଏବଂ ତାଙ୍କର ଲୋକମାନଙ୍କଠାରୁ ଦୂରେଇ ନେଲେ। କୌଣସି ମାଛି ରହିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝାଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

31 ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ।

Gade chapit la Kopi




ଯାତ୍ରା ପୁସ୍ତକ 8:31
5 Referans Kwoze  

ଯଦି ତୁମ୍ଭେ ମୋର ଲୋକମାନଙ୍କୁ ଯିବାକୁ ନ ଦିଅ ତେବେ ମାଛିମାନଙ୍କ ଦ୍ୱାରା ତୁମ୍ଭର ଗୃହ ପରିପୂର୍ଣ୍ଣ ହେବ। ଏବଂ ମାଛିମାନେ ତୁମ୍ଭ ଉପରେ, ତୁମ୍ଭର ଲୋକମାନଙ୍କ ଉପରେ, ତୁମ୍ଭର କର୍ମଗ୍ଭରୀମାନଙ୍କ ଉପରେ ବ୍ୟାପିଯିବେ। ମିଶରର ସମସ୍ତ ଗୃହ ମାଛିରେ ପରିପୂର୍ଣ୍ଣ ହେବ। ଏବଂ ମାଛିମାନଙ୍କ ଦ୍ୱାରା ମଧ୍ୟ ଭୂମି ପରିପୂର୍ଣ୍ଣ ହେବ।


ତେଣୁ ମୋଶା ଫାରୋଙ୍କ ନିକଟରୁ ବିଦାୟ ନେଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।


କିନ୍ତୁ ଫାରୋ ପୁଣି କଠିନ ହେଲେ ଏବଂ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।


କିନ୍ତୁ ପ୍ରତ୍ୟେକ ମଣିଷ ଆଜି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇଛନ୍ତି। ସବୁ ମଣିଷ ଆଜି ଦୁଷ୍ଟ ମଣିଷରେ ପରିଣତ ହୋଇଛନ୍ତି। ଜଣେ ବି କେହି ଆଜି ଭଲ କାର୍ଯ୍ୟ କରୁଥିବା ଲୋକ ନାହାନ୍ତି।


ମନ୍ଦାଗ୍ଭରୀମାନଙ୍କ ପ୍ରତି ଦୟା ପ୍ରଦର୍ଶନ କଲେ ମଧ୍ୟ ସେମାନେ ଧର୍ମ ଶିଖିବେ ନାହିଁ। ଧର୍ମ ଓ ନ୍ୟାୟପୂର୍ଣ୍ଣ ଦେଶରେ ମଧ୍ୟ ସେମାନେ ଅନ୍ୟାୟ କରିବେ। ଏପରିକି ସେମାନେ ସଦାପ୍ରଭୁଙ୍କ ମହିମାକୁ ଅନାଇବେ ନାହିଁ।


Swiv nou:

Piblisite


Piblisite