ଯାତ୍ରା ପୁସ୍ତକ 8:7 - ପବିତ୍ର ବାଇବଲ7 ମନ୍ତ୍ରଜ୍ଞମାନେ ମଧ୍ୟ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ବଳରେ ଠିକ୍ ସେହିପରି ବେଙ୍ଗମାନଙ୍କୁ ବାହାର କରି ପାରିଲେ। ଯେଉଁଥିପାଇଁ ସମଗ୍ର ମିଶର ବେଙ୍ଗରେ ପରିପୂର୍ଣ୍ଣ ହୋଇଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। Gade chapit laଓଡିଆ ବାଇବେଲ7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। Gade chapit la |
ଦ୍ୱିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଏ। ସେ ଯେଉଁ କ୍ଷମତା ପାଇଥିଲା, ତା’ ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହିସବୁ ଆଶ୍ଚର୍ଯ୍ୟକର୍ମମାନ କରେ। ଦ୍ୱିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦେବା ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦେଲା। ଏହି ପଶୁ ଖଣ୍ଡାରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।