Biblia Todo Logo
Bib sou entènèt

- Piblisite -




ଯାତ୍ରା ପୁସ୍ତକ 9:10 - ପବିତ୍ର ବାଇବଲ

10 ତେଣୁ ମୋଶା ଓ ହାରୋଣ ଏକ ଭାଟିରୁ ଭସ୍ମ ନେଲେ। ଏବଂ ସେମାନେ ଫାରୋଙ୍କ ସମ୍ମୁଖରେ ଛିଡ଼ା ହୋଇ ଆକାଶକୁ ଉଡ଼ାଇ ଦେଲେ। ଏହା ପରେ ଯନ୍ତ୍ରଣାଦାୟକ ଦାହଯୁକ୍ତ ବଥମାନ ମନୁଷ୍ୟ ଓ ପଶୁମାନଙ୍କଠାରେ ଦେଖା ଦେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଛିଡ଼ା ହେଲେ; ପୁଣି ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

Gade chapit la Kopi

ଓଡିଆ ବାଇବେଲ

10 ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହୁଁ ସେମାନେ ଭାଟିର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା।

Gade chapit la Kopi




ଯାତ୍ରା ପୁସ୍ତକ 9:10
4 Referans Kwoze  

“ସଦାପ୍ରଭୁ ତୁମ୍ଭମାନଙ୍କୁ ମିସ୍ରୀୟ ବଥ, ଅର୍ଶ, ଜାଦୁ ଓ କୁଣ୍ଡିଆଣି ଦ୍ୱାରା ଆଘାତ କରିବେ, ଯେପରି ମିଶରୀୟମାନଙ୍କୁ କରିଥିଲେ। ଏଥିରୁ ତୁମ୍ଭେମାନେ ଆରୋଗ୍ୟ ହୋଇ ପାରିବ ନାହିଁ।


ସଦାପ୍ରଭୁ ମୋଶା ଏବଂ ହାରୋଣଙ୍କୁ କହିଲେ, “ହାତ ମୁଠାକୁ ଭାଟିର ଭସ୍ମରେ ପୂର୍ଣ୍ଣ କର। ମୋଶା ତୁମ୍ଭେ ଫାରୋ ଦେଖୁଥିବା ସମୟରେ ଭସ୍ମ ପବନରେ ନିଶ୍ଚୟ ଉଡ଼ାଇ ଦେବ।


ତାହା ମିଶରର ଧୂଳି ହୋଇ ଗ୍ଭରିଆଡ଼େ ବ୍ୟାପିଯିବ। ଯେତେବେଳେ ସେହି ଧୂଳି ମିଶରର ଯେଉଁଠାରେ ଲୋକମାନଙ୍କୁ ବା ପଶୁମାନଙ୍କୁ ଛୁଇଁବ, ତା'ର ଚମଡ଼ାରେ ଦାହଯୁକ୍ତ ବଥମାନ ବ୍ୟାପିଯିବ।”


ସେହି ବଥ ସକାଶେ ମନ୍ତ୍ରଜ୍ଞମାନେ ମୋଶାଙ୍କ ସମ୍ମୁଖୀନ ହୋଇ ପାରିଲେ ନାହିଁ। ପ୍ରତ୍ୟେକ ମିଶରବାସୀଙ୍କ ଓ ମନ୍ତ୍ରଜ୍ଞମାନଙ୍କ ଚର୍ମ ବଥରେ ବ୍ୟାପିଗଲା।


Swiv nou:

Piblisite


Piblisite